ଟ୍ରାଫିକ୍‌ ନିୟମ ଉଲ୍ଲଂଘନ: ଗଞ୍ଜାମରେ ୯୦୫ ଜଣଙ୍କ ଡିଏଲ୍‌ ରଦ୍ଦ

ଛତ୍ରପୁର,୧୫।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ ବେପାରୁଆ ଗାଡ଼ିଚାଳନା, ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ା ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଏବଂ ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ପକ୍ଷରୁ ଗାଡ଼ି ଯାଞ୍ଚ କରାଯାଉଛି । ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତଙ୍କଠାରୁ ଆରଟିଓ କାର୍ଯ୍ୟାଳୟର ଅଧିକାରୀ ଓ ପୋଲିସ ପକ୍ଷରୁ ଜରିମାନା ଆଦାୟ କରାଯାଉଛି। ଏଥିସହ ଗାଡି ଚଳାଉଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ରଦ୍ଦ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପୋଲିସ ପକ୍ଷରୁ ସୁପାରିସ କ୍ରମେ ଡିଏଲ୍‌ ବାତିଲ କରାଯାଉଛି ା
ସେହିପରି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ଡ୍ରାଇଭିଂ ଲାଇସେନ୍ସ ବାତିଲ କରାଯାଉଥିବା ସୂଚନା ମିଳିଛିା ଛତ୍ରପୁରସ୍ଥିତ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ସଂଜୟ ବିଶ୍ୱାଳଙ୍କଠାରୁ ମିଳିଥିବା ସୂଚନା ଅନୁସାରେ ଚଳିତବର୍ଷ ମେ ସୁଦ୍ଧା ୯୦୫ ଜଣଙ୍କ ଡିଏଲ୍‌ ରଦ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

୨୦୨୬ ଆରମ୍ଭରୁ ୪ ଅଦ୍ଭୁତ ରାଜଯୋଗ: ଏସବୁ ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ସଫଳତା ସହ ଅପାର ଧନଲାଭ…

ଆଉ ଦୁଇ ସପ୍ତାହ ପରେ ଆସିବ ନୂଆବର୍ଷ ୨୦୨୬। ଏହାକୁ ନେଇ ଏବେଠାରୁ  ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଏମିିତିରେ ଜ୍ୟୋତିଷମାନେ ମଧ୍ୟ ନୂଆ ବର୍ଷ କାହାପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri