ରଜସଂକ୍ରାନ୍ତିରେ ମା’ ମଙ୍ଗଳାଙ୍କ ପୀଠ ଉତ୍ସବମୁଖର

କାକଟପୁର,୧୫ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ପୀଠ ରଜସଂକ୍ରାନ୍ତି ଅବସରରେ ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି ଝିଅବୋହୂମାନେ ନୂଆ ବସ୍ତ୍ର ପିନ୍ଧି ମା’ଙ୍କ ପୂଜାର୍ଚ୍ଚନା କରିଛନ୍ତି। ଶନିବାର ପୂଜାପଣ୍ଡା ରଘୁନାଥ ଦୀକ୍ଷିତ ମା’ଙ୍କୁ ଚନ୍ଦନବେଶ କରିଥିବାବେଳେ ପ୍ରାତଃରୁ ମନ୍ଦିରରେ ପ୍ରବଳ ଭିଡ଼ ଲାଗିରହିଥିଲା। ଅସ୍ତରଙ୍ଗ ବ୍ଲକ ଅଞ୍ଚଳର କୁଣ୍ଡେଶ୍ୱର ଏବଂ କାକଟପୁର ବ୍ଲକର ବାଜପୁର ଗାଁରେ ବେଶ୍‌ ଉତ୍ସାହ ଉଦ୍ଦୀପନାର ସହ ରଜ ଉତ୍ସବ ପାଳନ କରାଯାଉଛି। କୁଣ୍ଡେଶ୍ୱର ଗାଁର କୁମାରୀମାନେ କଣ୍ଢେଇ ବାହାଘର ଧୂମଧାମ କରିଥିବାବେଳେ ବାଜପୁରରେ ଦୋଳିର ମଜା ନେଉଛନ୍ତି କୁମାରୀମାନେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ

ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri