ମାସ୍କ କିଣା ଦୁର୍ନୀତିର ତଦନ୍ତ ଦାବି କଲା କଂଗ୍ରେସ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.): ଓଡ଼ିଶାରେ କରୋନା ମହାମାରୀ ବେଳେ ମାସ୍କ କିଣା ନେଇ ଦୁର୍ନୀତି ହୋଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏହାର ତଦନ୍ତ ପାଇଁ କଂଗ୍ରେସ ଦାବି କରିଛି। ପ୍ରଦେଶ କଂଗ୍ରେସ କମିଟିର ଡାକରାରେ ଗୁରୁବାର ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଛତ୍ରପୁରଠାରେ ରାଲି କରାଯିବା ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ଦାବିପତ୍ର ପ୍ରଦାନ ବେଳେ ଶମ୍ଭୁନାଥ ପାଣିଗ୍ରାହୀ, ସ୍ବରୂପା ତ୍ରିପାଠୀ, ବିଧାୟକ ରମେଶ ଜେନା, ଭାଗିରଥି ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri