କର୍ମଚାରୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି

ଯୋଡ଼ା, ୧୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ବନେଇକଳା ବସ୍ତିରେ ଭଡା ଘରେ ରହୁଥିବା ଜଣେ କମ୍ପାନୀ କର୍ମଚାରୀଙ୍କ ଘରୁ ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂଚନାନୁଯାୟୀ, ଏସଏମ ବର୍ମା ନାମକ ଜଣେ ବ୍ୟକ୍ତି ଭଡାରେ ରହୁଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଏସଏମ ବର୍ମା ଓ ତାଙ୍କ ସ୍ତ୍ରୀ ଶୋଇଥିବା ସମୟରେ ଚୋର ତାଙ୍କ ଶୋଇବା ଘରେ ପଶି ନଗଦ ୮୦ ହଜାର ଟଙ୍କା ଓ ୩ଟି ସୁନା ଚେନ୍‌, ୨ହଳ ସୁନା କାନ ଫୁଲ, ୨ ହଳ ସୁନା ଚୁଡି, ୭ଟି ସୁନା ମୁଦି, ୪ ହଳ ରୂପା ପାଉଞ୍ଜି ସହ ୨ଟି ମୋବାଇଲ୍‌ ଫୋନ ଚୋରି କରିନେଇଥିବା ଅଭିଯୋଗ ହୋଇଛି ା ପୋଲିସ ଏନେଇ ଏକ ମାମଲା (ନଂ.୯୭/୨୦୨୦) ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ଘରର କିଛି ଦୂରରେ ଥିବା ପୋଖରୀ ନିକଟରେ ଚୋର ଛାଡିଯାଇଥିବା ଖାଲି ବ୍ୟାଗ୍‌ ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri