ଭୁବନେଶ୍ୱରରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲ ମହିଳା କର୍ମଚାରୀ(୪୬) ଓ ଜଣେ ନୟାପଲ୍ଲୀ ଅଞ୍ଚଳର ଯୁବକ(୩୦) ଅଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।

ନୂତନ ଆକ୍ରାନ୍ତ ମହିଳାଜଣଙ୍କ ଗାଡ଼କଣ ଅଞ୍ଚଳର। ସେହିଭଳି ଯୁବକଙ୍କ ପରିବାରର ଜଣେ ସଦସ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାକୁ ନେଇ ଯୁବକଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଏନେଇ ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ

ଭୁବନେଶ୍ୱର,୨୬।୧୨: ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍‌ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri