Odisha Elections 2024

ଗଞ୍ଜାମରେ ପାଳନ ହେବନାହିଁ ରଜ: ମେଳା, ଉତ୍ସବ, ଦୋଳି ଖେଳ ଉପରେ ୧୬ ପର୍ଯ୍ୟନ୍ତ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର, ୧୨।୬(ଡି.ଏନ୍‌.ଏ.)- ଓଡ଼ିଆଙ୍କ ଗଣପର୍ବ ରଜ ପାଳନରେ ପ୍ରତିବନ୍ଧକ ସାଜିଛି କରୋନା। ଗଞ୍ଜାମ ଜ଼ିଲାରେ ପର୍ବ, ମହୋତ୍ସବ, ମେଳା ତଥା ଏ ସମ୍ପର୍କୀୟ ଦୋଳି ଓ ଅନ୍ୟ ଖେଳକୁ ବାରଣ କରାଯାଇଛି। ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏନେଇ ଶୁକ୍ରବାର ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତଦନୁଯାୟୀ ୧୧ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। କୌଣସି ଅନୁଷ୍ଠାନ ଏପରି କାର୍ଯ୍ୟକ୍ରମ ଆୟୋଜନ କରି ଲୋକଙ୍କୁ ଏକାଠି କରିପାରିବେନାହିଁ। ଏଥିସହ ୧୬ ତାରିଖ ପର୍ଯ୍ୟନ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଏବଂ ଗାର୍ମେଣ୍ଟସ ଓ ଷ୍ଟେସନାରୀ ଦୋକାନ ସକାଳ ୭ ଟା ରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲିବ। ଅନ୍ୟ ଅଣ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ସକାଳ ୭ ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଉଲଂଘନ କଲେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଣ୍ଡ୍‌ କରୁଛି ‘ବାଏ ବାଏ ପାଣ୍ଡିଆନ୍‌’, ‘ଓଡ଼ିଶା ଲଭ୍‌ସ ପାଣ୍ଡିଆନ୍‌’

ଭୁବନେଶ୍ୱର, ୧୯।୫ (ବନ୍ଦନା ସେଠୀ)୨୦୨୪ ସାଧାରଣ ନିର୍ବାଚନକୁ ନେଇ ଉଭୟ ବିଜେଡି ଏବଂ ଭାଜପା ନେତା ପରସ୍ପରକୁ ଦୋଷ ଲଦିବା ସହ କାଦୁଅ ଫିଙ୍ଗାଫିଙ୍ଗି ହେବା...

ଆଜି ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୧୯।୫(ଅସମାପିକା ସାହୁ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚତ୍ ରାଜଭବନରେ ରହିବେ। ୨୦ ତାରିଖ...

ବିଜେଡି ଛାଡ଼ିଲେ ସମୀର ଦାଶ

ଭୁବନେଶ୍ୱର,୧୯।୫: ବିଜେଡିରୁ ଇସ୍ତଫା ଦେଇଛନ୍ତି ନିମାପଡ଼ା ବିଧାୟକ ସମୀର ଦାଶ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଭିଡିଓ ଜାରି କରି...

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri