ସଙ୍ଗରୋଧ କେନ୍ଦ୍ର ବୁଲି ଦେଖିଲେ ଜିଲାପାଳ

ଖପ୍ରାଖୋଲ, ୧୪ା୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ଜିଲାପାଳ ଅରିନ୍ଦମ ଡାକୁଆ ରବିବାର ବୁଲି ଦେଖିଥିଲେ। ଜିଲାପାଳ ପ୍ରଥମେ ଧଣ୍ଡାମୁଣ୍ଡା, ମହରାପଦର, ତେଲେନପାଲି, ଘୁନସର, ସାହାଜପାଣି, ମାଲପଡା ଓ ଖପ୍ରାଖୋଲ ପଞ୍ଚାୟତରେ ଥିବା ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରି ସ୍ଥିତି ପରଖିଥିଲେ। ଅନ୍ତେବାସୀଙ୍କ ରହିବା ଏବଂ ଖାଇବା ବିଷୟରେ ପଚାରି ବୁଝିଥିଲେ। ଗସ୍ତ ସମୟରେ ବିଡିଓ ତରଣୀ ସୁନା, ସ୍ଥାନୀୟ ଅଧିକାରୀ ଓ ସରପଞ୍ଚମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri