ଏଗ୍‌ଲେସ୍‌ ଭ୍ୟାନିଲା କେକ୍‌

ଆବଶ୍ୟକ ସାମଗ୍ରୀ: ୨ କପ୍‌ ମଇଦା, ୨.୫ଟି ସ୍ପୁନ୍‌ ବେକିଂ ପାଉଡର, ଅଧା କପ୍‌ ବଟର, ୧.୫ କପ୍‌ କ୍ୟାଷ୍ଟର ସୁଗାର, ଅଧା କପ୍‌ ପାଣି, ଦହି ଆବଶ୍ୟକ ଅନୁସାରେ, ୧ ଟି ସ୍ପୁନ୍‌ ଭାନିଲା ଏସେନ୍ସ, ୧/୪ ଟି ସ୍ପୁନ୍‌ ଲୁଣ।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ବେକିଂ ପାଉଡର ଏବଂ ମଇଦାକୁ ଭଲଭାବେ ମିଶାଇ ଦିଅନ୍ତୁ। ସେଥିରେ ଲୁଣ, ଚିନି, ବଟର, ପାଣି, ଭାନିଲା ଏସେନ୍ସ ମିଶାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏଥିରେ ଅଳ୍ପ ଦହି ପକାଇ ଭଲଭାବେ ମିଶାନ୍ତୁ ଯେପରି ଗୁଳା ନ ରହିଯାଏ। କେକ୍‌ ଷ୍ଟାଣ୍ଡରେ ବଟର ପେପର ଲଗାଇ ଗ୍ରିସ୍‌ କରିନିଅନ୍ତୁ। ସେଥିରେ ପ୍ରସ୍ତୁତ ମିଶ୍ରଣକୁ ଢାଳି ଦିଅନ୍ତୁ। ବର୍ତ୍ତମାନ ପ୍ରେସର କୁକରକୁ ସିଟି ନ ଲଗାଇ ୩-୪ ମିନିଟ୍‌ ଗରମ କରନ୍ତୁ। ଏହା ପରେ କେକ୍‌ ଷ୍ଟାଣ୍ଡକୁ କୁକର ଭିତରେ ରଖି କଭର ବନ୍ଦ କରନ୍ତୁ ଏବଂ ବିନା ସିଟି ଲଗାଇ ୩୦ ମିନିଟ୍‌ ସିଝିବାକୁ ଛାଡନ୍ତୁ। ପ୍ରସ୍ତୁତ ହୋଇଗଲା ଭାନିଲା କେକ୍‌। ଏହାକୁ ଥଣ୍ଡା କରି ଖାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri