ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.)

କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ ଥିବା ବାଞ୍ଜିପଦର ଗଁ। ର ଜନସଂଖ୍ୟା ୮୧୯। ୨ଟି ୱାର୍ଡ ବିଶିଷ୍ଟ ଏହି ଗଁାରେ ବିଭିନ୍ନ ବର୍ଗ ଲୋକେ ବସବାସ କରନ୍ତି। ଏହି ଗଁାର ଲୋକେ ଚାଷ ଉପରେ ନିର୍ଭର କରନ୍ତି। ଏଥିରୁ ପ୍ରାୟ ୪୦ ଭାଗ ଦିନ ମଜୁରିଆ ତଥା ଶ୍ରମିକ ଶ୍ରେଣୀର। ରାଜ୍ୟ ବାହାରକୁ ଏମାନେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମଧ୍ୟ ଯାଇଥାନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା ଏହି ଗଁାଟି ରାଜସ୍ବ ମାନ୍ୟତା ପାଇବାରୁ ବଞ୍ଚତ୍ତ ହୋଇଛି। ୨୦୦୦ରେ ସାପଲହରା ନୂଆ ପଞ୍ଚାୟତ ହୋଇଛି। ଏଣୁ ବାଞ୍ଜିପଦରକୁ ରାଜସ୍ବ ଗାଁର ମାନ୍ୟତା ଦେବାକୁ ଲୋକେ ଦାବି କରିଆସୁଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଲୋକଙ୍କ ଦାବି ପୂରଣ ହୋଇ ନାହିଁ। ଏ ନେଇ ପୂର୍ବତନ ସମିତି ସଭ୍ୟ କମଳ ସାହୁ କହନ୍ତି ଯେ, ୨୦ ବର୍ଷ ହେଲା ଗଁାକୁ ରାଜସ୍ବ ମାନ୍ୟତା ମିଳିବା ପାଇଁ ଦାବି କରାଯାଉଛି। ଗ୍ରାମବାସୀ ନରୋତ୍ତମ ସାହୁ କହିଛନ୍ତି ଯେ, ରାଜସ୍ବ ମାନ୍ୟତା ପାଇବାର ସବୁ ଯୋଗ୍ୟତା ଥିଲେ ବି ଦାବି ପୂରଣ କରାଯାଉ ନାହିଁ। ବରୁଣ ସାହୁ ନାମକ ଗାଁର ଆଉ ଜଣେ ବ୍ୟକ୍ତି କହିଛନ୍ତି ଯେ, ରାଜସ୍ବ ଗାଁ ମାନ୍ୟତା ପାଇପାରୁ ନ ଥିବାରୁ ଅନେକ ସରକାରୀ ଯୋଜନାରୁ ଗାଁ ଲୋକଙ୍କୁ ଓ ଗାଁକୁ ବଞ୍ଚତ୍ତ ହେବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri