ତୋଟାରୁ ନରକଙ୍କାଳ ଉଦ୍ଧାର: ସଙ୍ଗରୋଧ କେନ୍ଦ୍ରରୁ ଫେରାର୍‌ ବ୍ୟକ୍ତି ସନ୍ଦେହ

ଆସିକା,୧୮ା୬(ଡି.ଏନ୍‌.ଏ.)- ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନା ବେଣିପଲ୍ଲି ଗ୍ରାମ ନିକଟରେ ଥିବା ଏକ ତୋଟାରୁ ଗୁରୁବାର ନରକଙ୍କାଳ ଉଦ୍ଧାର ହୋଇଛି। ଘଟଣା ସ୍ଥଳରେ ପଡିଥିବା ପୋଷାକରୁ ଏହା ସଙ୍ଗରୋଧ କେନ୍ଦ୍ରରୁ ଖସି ପଳାଇଥିବା ଜଣେ ବ୍ୟକ୍ତିଙ୍କର ବୋଲି ସନ୍ଦେହ କରାଯାଉଛି। ତାଙ୍କ ମା’ ଉକ୍ତ ପୋଷାକ ଚିହ୍ନଟ କରିଥିବା ପୋଲିସ ସୂଚନା ଦେଇଛି। ସନ୍ଧ୍ୟାରେ ବେଲଗୁଣ୍ଠା ତହସିଲଦାର ସରୋଜ କୁମାର ବେହେରାଙ୍କ ଉପସ୍ଥିତିରେ ଫରେନ୍‌ସିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ଧିରେଶ୍‌ କୁମାର ଦାସ କହିଛନ୍ତି। ଗାଙ୍ଗପୁର ଥାନାରେ ନଂ.୧୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଗାଙ୍ଗପୁର ଥାନା ଅଞ୍ଚଳର ସମ୍ପୃକ୍ତ ବ୍ୟକ୍ତି ସୁରଟରୁ ଫେରି ବେଣିପଲ୍ଲିସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ମେ’ ୨୭ ରାତିରେ ସେ ସଙ୍ଗରୋଧ କେନ୍ଦ୍ରରୁ ଫେରାର୍‌ ହୋଇଯାଇଥିବା ବେଣିପଲ୍ଲି ସରପଞ୍ଚ ଗାଙ୍ଗପୁର ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୧୩୪/୨୦)ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri