ପୁଣି ଉଠିଲା ଆନନ୍ଦପୁରକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବି

ବଞ୍ଚୋ,୨୫ା୨(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ସ୍ବତନ୍ତ୍ର ଜିଲା ମାନ୍ୟତା ପାଇବା ପାଇଁ ସମସ୍ତ ସର୍ତ୍ତ ପୂରଣ କରୁଥିବା ସତ୍ତ୍ୱେ ଏହା ଅବହେଳିତ ହୋଇରହିଛି। ଦୁଇ ବର୍ଷ ଅନ୍ତରରେ ପୁଣି ଆନନ୍ଦପୁରକୁ ସ୍ବତନ୍ତ୍ର…

ମା’-ବାପାଙ୍କୁ ଅବହେଳା କରିବା ପଡିବ ମହଙ୍ଗା, ପୋଲିସର ସୁରକ୍ଷା ବଳୟରେ ରହିବେ ସିନିୟର ସିଟିଜେନ

କଟକ,୨୫।୨: ଏଣିକି ଓ ପୋଲିସର ସୁରକ୍ଷା ବଳୟ ଭିତରେ ସୁରକ୍ଷିତ ରହିବେ ବୃଦ୍ଧ ପିତାମାତା। ସିନିୟର ସିଟିଜେନଙ୍କୁ ଓଡ଼ିଶା ପୋଲିସ ସୁରକ୍ଷା ଦେବ । ଏଥିପାଇଁ ହାଇକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି । ବୟସ୍କ…

ଫାଇଲ ତଳେ ଚାପି ହୋଇଛି ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ, ପାଣି ମୁନ୍ଦେ ପାଇଁ…

ମହାକାଳପଡ଼ା,୨୫ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବରକନ୍ଧା ପଞ୍ଚାୟତ ସ୍ଥାନୀୟ ତେନ୍ତୁଲି କନ୍ଧା ଗାଁରେ ପାଣି ମୁନ୍ଦେ ପାଇଁ ଠାକୁରାଣୀଙ୍କ ଚନ୍ଦନ ପୋଖରୀ ଉପରେ ନିର୍ଭରକରନ୍ତି। ଗାଁରେ ଦୁଇଟି…

ଜଣଙ୍କୁ ସାଇକେଲରୁ ଟାଣି ନେଇ ଦଳିଦେଲା ହାତୀ, ଆଉ ଜଣଙ୍କୁ ବାଡ଼ିପଟୁ ଭିଡ଼ିନେଇ…

ନୟାଗଡ଼/ରଣପୁର,୨୫ା୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ଖୋର୍ଦ୍ଧା ବନଖଣ୍ଡର ପୃଥକ୍‌ ପୃଥକ୍‌ ସ୍ଥାନରେ ଦୁଇଟି ଭିନ୍ନଭିନ୍ନ ହାତୀ ଆକ୍ରମଣରେ ବୁଧବାର ସକାଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ରଣପୁର ରେଞ୍ଜ…

ପ୍ରଥମଥର ଟି୨୦ ବିଶ୍ୱକପରେ ଘଟିଲା ଏମିତି: ବ୍ରୁକ ରଚିଲେ ଇତିହାସ

ନୂଆଦିଲ୍ଲୀ,୨୫।୨: ପାକିସ୍ତାନ ବିପକ୍ଷରେ ହ୍ୟାରି ବ୍ରୁକ ଏକ ଐତିହାସିକ ଶତକ ହାସଲ କରିଥିଲେ। ଫଳରେ ଇଂଲଣ୍ଡକୁ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲା। ଏହି ବିଜୟ ସହିତ ଇଂଲଣ୍ଡ ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲରେ…

ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ: ବିମାନରେ ନ ଥିଲା…

ରାଞ୍ଚି,୨୫ା୨: ଝାଡ଼ଖଣ୍ଡ ଏୟାର ଆମ୍ବୁଲାନ୍ସ କ୍ରାଶ୍‌କୁ ନେଇ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ। ଦୁର୍ଘଟଣାଗ୍ରସ୍ତ ବିମାନରେ ବ୍ଲାକ୍‌ ବକ୍ସ ନ ଥିଲା। ବ୍ଲାକ ବକ୍ସ ନ ଥିବା ସ୍ପଷ୍ଟ କଲେ ଯାଞ୍ଚ କରୁଥିବା ଅଧିକାରୀ। ଏପରିକି…

ମାତାପିତାଙ୍କୁ କାଉନ୍‌ସେଲିଂ

ପ୍ରତ୍ୟେକ ପିଲା ଅଦ୍ୱିତୀୟ। ଜଣଙ୍କୁ ଅନ୍ୟ ସହ ତୁଳନା କରିବା ଉଚିତ ନୁହେଁ। ଏବେ ଦେଖାଯାଉଛି ଅନେକ ମାତାପିତା, ଅଭିଭାବକ ଓ ଶିକ୍ଷୟିତ୍ରୀଶିକ୍ଷକ ପିଲାମାନଙ୍କୁ ମାର୍କ ମେଶିନ୍‌ରେ ପରିଣତ କରିଦେଲେଣି। ନିଜ ଜୀବନରେ ଯାହା ହୋଇପାରି ନ ଥିବେ ପିଲାଙ୍କ ଜରିଆରେ…

ଟାରିଫ୍‌ ଅନିଶ୍ଚିତ, ବଜାର ଧରାଶାୟୀ: ପୁଣି ଦୁର୍ବଳ ହେଲା ଭାରତୀୟ ମୁଦ୍ରା

ଓ୍ବାଶିଂଟନ୍‌/ମୁମ୍ବାଇ,୨୫ା୨:(ବ୍ଲୁମ୍‌ବର୍ଗ/ଏଜେନ୍ସି):ଆମେରିକା ସହ ଭାରତର ଟ୍ରେଡ୍‌ ଡିଲ୍‌କୁ ନେଇ ଅନିଶ୍ଚିତତା ସାଙ୍ଗକୁ ଦୁର୍ବଳ ବୈଶ୍ୱିକ ସଙ୍କେତ ଯୋଗୁ ମଙ୍ଗଳବାର ସେନ୍‌ସେକ୍ସ ଓ ନିଫ୍ଟି ୫୦ ଯଥାକ୍ରମେ ୧.୨୮% ଏବଂ ୧.୧୨% ତଳକୁ ଖସିଛି। ମିଡ୍‌ କ୍ୟାପ୍‌ ଓ ସ୍ମଲ୍‌ କ୍ୟାପ୍‌ ଇଣ୍ଡାଇସେସ୍‌ କାରବାର…

ଭାରତରେ ବିଶ୍ୱର ଏକ-ତୃତୀୟାଂଶ ସର୍ଭାଇକାଲ କ୍ୟାନ୍‌ସର

ନୂଆଦିଲ୍ଲୀ,୨୫ା୨: ଗର୍ଭାଶୟ ଗ୍ରୀବା କର୍କଟ (ସର୍ଭାଇକାଲ କ୍ୟାନ୍‌ସର) ହେଉଛି ମହିଳାମାନଙ୍କଠାରେ ଦେଖାଦେଉଥିବା ୪ର୍ଥ ସର୍ବାଧିକ ସାଧାରଣ କ୍ୟାନ୍‌ସର। ବିଶ୍ୱରେ ଯେତେ ମହିଳା ଏହି ରୋଗରେ ପୀଡ଼ିତ, ତାହାର ଏକ-ତୃତୀୟାଂଶ କେବଳ ଭାରତରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ରିପୋର୍ଟରୁ ଜଣାପଡ଼ିଛି।…

T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍‌ ରେସ୍‌ରୁ ପାକିସ୍ତାନ ବିଦା?

ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି ମ୍ୟାଚ୍‌କୁ ଇଂଲଣ୍ଡ ୨ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଇଂଲଣ୍ଡ…

Kerala Name Change: ନାଁ ବଦଳିଲେ ଖର୍ଚ୍ଚ ହେବ ଏତେ କୋଟି! ଶୁଣିଲେ ଉଡିବ ହୋସ୍‌

ନୂଆଦିଲ୍‌ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ କେରଳର ନାମ ଆନୁଷ୍ଠାନିକ ଭାବରେ କେରଳମ କରିବା ପାଇଁ ଦୀର୍ଘ ଦିନ ଧରି ପଡ଼ି ରହିଥିବା ପ୍ରସ୍ତାବକୁ ସମ୍ପ୍ରତି ମଞ୍ଜୁରୀ ଦେଇଛି। ରାଜ୍ୟ ବିଧାନସଭା ନିର୍ୱାଚନ ପାଖେଇ ଆସୁଥିବା ସମୟରେ ଏହି ନିଷ୍ପତ୍ତି ନିଆଯାଇଛି। ତଥାପି, ଭାରତରେ…

୫ଟି ରାଜ୍ୟ ପାଇଁ ଖୁସି ଖବର, ଏୟାରପୋର୍ଟରୁ ରେଲେଓ଼୍ବ ଯାଏ ୮ ପ୍ରସ୍ତାବରେ ମୋଦି କ୍ୟାବିନେଟରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି (୨୪ ଫେବୃଆରୀ) ପ୍ରଧାନମନ୍ତ୍ରୀଙ୍କ ନୂତନ କାର୍ଯ୍ୟାଳୟ (ସେବା ତୀର୍ଥ)ରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ୧୨,୨୩୬ କୋଟି ଟଙ୍କାର ଆଠଟି ପ୍ରମୁଖ ନିଷ୍ପତ୍ତିକୁ ଅନୁମୋଦନ କରାଯାଇଥିଲା। କେରଳର ନାମ…

ଏହି ନାଁରେ ପରିଚିତ ହେବ କେରଳ, ନାମ ପରିବର୍ତ୍ତନ ନିଷ୍ପତ୍ତିକୁ କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ,୨୪।୨: କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର କେରଳର ନାମ ପରିବର୍ତ୍ତନ କରାଯାଇ “କେରଳମ” କରିବାକୁ ଅନୁମୋଦନ ଦେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି ହେବା ପରଠାରୁ କେରଳର ନାମ “କେରଳମ” ରଖିବା ପାଇଁ ଦାବି ହୋଇଆସୁଛି।…

ସହଜରେ ମଦ

କାଚବୋତଲ ପରିବର୍ତ୍ତେ କାଗଜ ପ୍ୟାକେଟରେ ମଦ ବଜାରକୁ ଆଣିବା ଲାଗି ବ୍ୟବସ୍ଥା କରାଯାଉଛି ବୋଲି ନିକଟରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବିଧାନସଭାରେ କହିଛନ୍ତି। ନୂଆ ଅବକାରୀ ନୀତିରେ ନିୟମ ଅଣାଯାଇ କୁହାଯାଇଛି ଯେ, ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରି କରାଯିବ।…

କେନ୍ଦ୍ର ଦେଇଛି ୧୦ ହଜାର ୭୨୭ କୋଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟ ସରକାର ୨୦୨୫-୨୬ ଆର୍ଥିକ ବର୍ଷରେ କେନ୍ଦ୍ର ସରକାରଙ୍କଠାରୁ ବିଭିନ୍ନ ଯୋଜନାରେ ପାଇବାକୁ ଥିବା ଅର୍ଥ ମଧ୍ୟରୁ ପ୍ରାୟ ୨୫ ପ୍ରତିଶତ ମିଳିଛି। ଚଳିତ ଆର୍ଥିକବର୍ଷ ଶେଷ ହେବାକୁ ହାତରେ ଆଉ ୩୬ଦିନ ରହିଥିବାବେଳେ ବଜେଟ ଅନୁଯାୟୀ, କେନ୍ଦ୍ର…

ବଢୁଛି ଅପମିଶ୍ରଣ ଭୟ, ପାଣିରୁ ହର୍ଲିକ୍ସ ଯାଏ…

ଭୁବନେଶ୍ୱର,୨୪।୨(ରବିନାରାୟଣ ଜେନା): ରାଜ୍ୟରେ ଏବେ ଖାଦ୍ୟ ପଦାର୍ଥର ଅପମିଶ୍ରଣ ଏକପ୍ରକାର କୋକୁଆ ଭୟ ସୃଷ୍ଟି କରିଛି। ବରଗଡ଼ ଓ କୋରାପୁଟ ଜିଲାକୁ ବାଦ୍‌ ଦେଲେ ସକାଳୁ ସଞ୍ଜ ଯାଏ ଲୋକେ ଯାହା ଖାଦ୍ୟ ଖାଉଛନ୍ତି ସେଥିରୁ ଅଧିକାଂଶ ଖାଦ୍ୟରେ ଅନ୍ୟ ସମସ୍ତ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri