ଘର ଉପରେ ଚଢିଗଲା କଣ୍ଟେନର: ମହିଳା ମୃତ

ରାମପୁର,୨୦।୬(ଡି.ଏନ.ଏ)-କଳାହାଣ୍ଡି ଜିଲା ଦେଇ ଯାଇଥିବା ରାୟପୁର ଗୋପାଳପୁର ୫୯ ନଂ. ଜାତୀୟ ରାଜପଥର ଅଁଳାପାଲି ଛକ ନିକଟରେ ଥିବା ଏକ ଘରେ ଶନିବାର ଏକ କଣ୍ଟେନର ଚଢିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ତୁଳସି ପିସାୟତ (୪୦)। ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଉଭୟପାର୍ଶ୍ୱରେ ବହୁ ଗାଡି ଅଟକି ରହିଛି। ଖବରପାଇ ରାମପୁର ବିଡିଓ ରୁମାନା ଜାଫ୍ରି, ତହସିଲଦାର ସୟଦ ଇସାକ ମଦିନା, ଆଇଆଇସି ଗୋବିନ୍ଦ ମାଝୀ, ଏସଆଇ ଦାସିଆ ସେଠ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri