୩ ହଜାର ଟଙ୍କା ଲାଞ୍ଚନେଇ ଧରାପଡ଼ିଲେ ପାଟଣାଗଡ଼ ଏନ୍‌ଏସି ଜେଇ

ପାଟଣାପଡ଼, ୨୨।୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସି ଜେଇ ଦେବୀ ପ୍ରସାଦ ମିଶ୍ରଙ୍କୁ ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପାଟଣାଗଡ଼ ରାମପୁରର ଟଙ୍କଧର କୁମ୍ଭାର ପାଇଥିବା ଘର ପାଇଁ ଫାଇନାଲ ବିଲ ବାବଦକୁ ଦେବୀ ପ୍ରସାଦ ୩ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଟଙ୍କଧର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପୂର୍ବ ଯୋଜନା ଅନୁଯାଇ ସେ ୩ ହଜାର ଟଙ୍କା ଜେଇ ମିଶ୍ରଙ୍କୁ ଦେଇଥିଲେ। ଏହି ସମୟରେ ଭିଜିଲାନ୍ସ ଡିଏସ୍‌ପି କାଦମ୍ବିନୀ ସାମଲଙ୍କ ନେତୃତ୍ୱରେ ଭିଜିଲାନ୍ସ ଟିମ୍‌ ଚଢ଼ାଉକରି ପ୍ରମାଣ ସହ ଜେଇଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା...

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର...

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri