ପୁରୀ ସେବାୟତଙ୍କୁ କରୋନା: କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ପୁରୀ ଅଫିସ୍‌,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକକ୍ରମେ ୧୧୪୩ ଜଣ ସେବାୟତଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ୧୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବାବେଳେ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ...

ମା’ ଠାକୁରାଣୀଙ୍କ ଯାତ୍ରାରେ ନବମ ଦିନରେ ପ୍ରକମ୍ପିତ ଗୌଡ଼ ସାହି

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ମା’ ଠାକୁରାଣୀଙ୍କ ଯାତ୍ରା ନବମ ଦିନରେ ପହଞ୍ଚିଛି। ଏହି ୯ଦିନ ଧରି ଦାରିଙ୍ଗବାଡ଼ିି ଉତ୍ସବମୁଖର ହୋଇପଡ଼ିଥିବା ବେଳେ ପ୍ରତିଦିନ...

ନିର୍ବାଚନ ପାଇଁ କଡ଼ା ନଜର ରଖିଛି ପୋଲିସ

ଫୁଲନଖରା,୧ା୫(ସତ୍ୟ ରଞ୍ଜନ ଦାସମହାପାତ୍ର): ଆସନ୍ତା ନିର୍ବାଚନ ପରିପ୍ରେକ୍ଷୀରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବା ପାଇଁ କଟକ ସଦର ଥାନା ପୋଲିସ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ସୁନ୍ଦରଗଡ଼ ଲୋକ ସଭା ଆସନ ପାଇଁ ଜନାର୍ଦ୍ଦନ ଦେହୁରୀଙ୍କ ନାମାଙ୍କନପତ୍ର ଦାଖଲ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ଆସନ୍ତା ୨୦ ତାରିଖରେ ସୁନ୍ଦରଗଡ଼ ଜିଲାରେ ହେବ ଭୋଟ୍‌ ଗ୍ରହଣ। ଏଥି ନିମନ୍ତେ ବୁଧବାର ଥିବା ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସ। ଏହି...

ଯୋଗେଶ ସିଂହଙ୍କ ନିର୍ବାଚନୀ ପ୍ରଚାର

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ବିଧାୟକ ପ୍ରାର୍ଥୀ ଯୋଗେଶ କୁମାର ସିଂହ ବୁଧବାର ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ବଡ଼ବଙ୍ଗା...

ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri