ରଥରେ ସଙ୍ଖୁଡ଼ି ଭୋଗ

ମହାପ୍ରଭୁଙ୍କ ରଥଯାତ୍ରାରେ ହୋଇଥାଏ ସଙ୍ଖୁଡି ଭୋଗ ।
ରଥ ଟଣା ସମୟରେ ଯେଉଁଠି ସନ୍ଧ୍ୟା ହୋଇଯାଏ ରଥ ସେହିଠାରେ ଅଟକି ରହେ। ସେଠାକୁ ଭୋଗ ସାମଗ୍ରୀମାନ ଅଣାଯାଇ ଶ୍ରୀମନ୍ଦିର ବଡସୁଆରଙ୍କ ଦ୍ୱାରା ଭୋଗ ପ୍ରସ୍ତୁତ କରାଯାଇ ରଥ ଉପରେ ମଣୋହି କରାଯାଏ। ଶ୍ରୀଜଗନ୍ନାଥ ବଲ୍ଲଭ ମଠ, ମାଜଣା ଜାଗା, ଚାଉଳିଆ ମଠ, ଦଶାବତାର ମଠରେ ଏହି ଭୋଗ ପ୍ରସ୍ତୁତ ହୁଏ। ସଙ୍ଖୁଡି ଭୋଗ ଭାବରେ ଅମାଲୁ, କାକରା, ଟାକୁଆ, କେଳି, ମାଣ୍ଡୁଅ, ଝିଲି ଇତ୍ୟାଦି ଲାଗି ହୋଇଥାଏ। ମାତ୍ର ଏହି ପରମ୍ପରା ପ୍ରାୟ ୧୦୦ବର୍ଷ ହେବ ବନ୍ଦ ରହିଛି। ଏହି ଭୋଗ ପରିବର୍ତ୍ତେ ବର୍ତ୍ତମାନ ସ୍ବତନ୍ତ୍ର କୋରା, ବଲ୍ଲଭ, ବିଭିନ୍ନ ପ୍ରକାର ଫଳ, ନଡିଆ ଇତ୍ୟାଦି ଭୋଗ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri