ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଥିଲା। ଶେଷରେ ୧ଟା ୫୫ ମିନିଟରେ ଗଡ଼ିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସେବାୟତ ଏବଂ ପୋଲିସମାନେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନନ୍ଦିଘୋଷ ରଥକୁ ଟାଣି ନେଉଛନ୍ତି।
କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ରଥଯାତ୍ରା। ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି ।


Enter your email to get our daily news in your inbox.

All Right Reserved By Dharitri.Com

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri