ପେଙ୍ଗୁଇନ୍‌ ଇଣ୍ଡିଆକୁ ନୋଟିସ

ନୂଆଦିଲ୍ଲୀ,୧୨ା୨: ପୂର୍ୱତନ ସେନା ମୁଖ୍ୟ ଏମ୍‌.ଏମ୍‌. ନରଓ୍ୱଣେଙ୍କ ପୁସ୍ତକ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’କୁ ନେଇ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍‌ ପେଙ୍ଗୁଇନ୍‌ ରାଣ୍ଡମ୍‌ ହାଉସ୍‌ ଇଣ୍ଡିଆକୁ ବୁଧବାର ନୋଟିସ ଜାରି କରିଛି। ଏହି…

ଏପ୍‌ଷ୍ଟିନ୍‌ ମୋତେ ଦୋମୁହଁା କହିଥିଲେ

ନୂଆଦିଲ୍ଲୀ,୧୨।୨: ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା ଅଭିଯୋଗ ଉପରେ ଜବାବ ରଖିବାକୁ ଯାଇ…

ଅନାସ୍ଥା ନୋଟିସରେ ତ୍ରୁଟି

ନୂଆଦିଲ୍ଲୀ,୧୨ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ବିରୋଧରେ ବିପକ୍ଷ ସଦସ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ଦେଇଥିବା ନୋଟିସ ତ୍ରୁଟିଯୁକ୍ତ। ନୋଟିସ ଡ୍ରାଫ୍ଟିଙ୍ଗ୍‌ରେ ଏଭଳି ଭୁଲ୍‌ ରହିଛି ଯେ ତାହା ଖାରଜ…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ମୁନ୍ନା ପେନସିଲ ମୁନରେ…

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ ବିଶ୍ୱକପ୍ ମଞ୍ଚରେ ଇଂଲଣ୍ଡ ବିପକ୍ଷରେ ଏହା…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି। ଭାରତ ପକ୍ଷରୁ ଶିଳାନନ୍ଦ ଲାକ୍ରା ଏକମାତ୍ର…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି। ଏନେଇ ବୁଧବାର ଭୁବନେଶ୍ବରର ଏକ ଘରୋଇ ହୋଟେଲରେ ଦୁହିଁଙ୍କ ଭିତରେ ଆଲୋଚନା ପରେ…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା…

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି। ରିପୋର୍ଟ ଅନୁଯାୟୀ ଓଡ଼ିଶା ଉପକୂଳ ଏବଂ ଚିଲିକା ହ୍ରଦରେ ମୋଟ ୭୬୫ଟି ଡଲଫିନ…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା କରୁଛନ୍ତି। ବଜେଟ୍ ଆକଳନ ତୁଳନାରେ ସଂଶୋଧିତ ଲକ୍ଷ୍ୟକୁ ପୂର୍ବରୁ ହିଁ ୧ ଲକ୍ଷ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି, ଆୟୋଗର ଆନୁଷ୍ଠାନିକ ଗଠନ ୩ ନଭେମ୍ବର ୨୦୨୫ରେ ବିଜ୍ଞପ୍ତି ଜରିଆରେ କରାଯାଇସାରିଛି। ଆୟୋଗକୁ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ ନିକଟ…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ ଫିଟନେସ୍ ନେଇ ଚିନ୍ତାର ସମ୍ମୁଖୀନ ହେଉଛି। କେତେକ ଆହତ ହେଉଥିବା ବେଳେ ଅନ୍ୟ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି ଓ ରୋମାଞ୍ଚଭରା ମୁଡ୍‌ରେ ଥିବାବେଳେ, ଅନ୍ୟପଟେ ୱିକେଟକିପର ବ୍ୟାଟର ସଞ୍ଜୁ ସାମସନ ନିଜ…

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ ବର୍ଷ ମଧ୍ୟରେ କେନ୍ଦ୍ର ସରକାରଙ୍କ ମୋଟ ଦେଣଦେଣ ପରିମାଣ ପ୍ରାୟ ୧୭.୬ ଲକ୍ଷ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri