Posted inଫୁରସତ

ଜଙ୍ଗଲରେ ମିଳିଲା ମୋବାଇଲ୍‌ ସିଗନାଲ୍‌: ଅନ୍‌ଲାଇନ୍‌ ପାଠପଢ଼ା ଆରମ୍ଭ କଲେ ଛାତ୍ରୀଛାତ୍ର

ଡେରାଡୁନ୍‌, ୨୪।୬: କରୋନା ସଂକ୍ରମଣ ନେଇ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ସ୍କୁଲ କଲେଜ ବନ୍ଦ ହୋଇଥିବାରୁ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠପଢ଼ା କରୁଛନ୍ତି। ତେବେ ମୋବାଇଲ୍‌ ସିଗନାଲ ନ ମିଳିଲେ ଇଣ୍ଟରନେଟ୍‌ କାମ କରିବା ଅସମ୍ଭବ। ଏପରିସ୍ଥଳେ ଛାତ୍ରୀଛାତ୍ର ସିଗନାଲ୍‌ ମିଳୁଥିବା ସ୍ଥାନକୁ ଲାପଟପ୍‌,ମୋବାଇଲ ଅବା ଟ୍ୟାବ୍‌ ନେଇଯାଉଛନ୍ତି। ଉତ୍ତରାଖଣ୍ଡରେ ମୋବାଇଲ ସେବା ପ୍ରଦାନକାରୀ କମ୍ପାନୀ ଗୁଡ଼ିକର ସିଗନାଲ୍‌ ପ୍ରାୟତଃ ମିଳୁନାହିଁ। ଜଙ୍ଗଲ ନିକଟବର୍ତ୍ତୀ ଖୋଲା ପଡ଼ିଆରେ ମୋବାଇଲ୍‌ ସିଗନାଲ୍‌ ମିଳୁଛି। ସ୍ଥାନୀୟ ଭବାଲୀ ଅଞ୍ଚଳରେ ସିଗନାଲ୍‌ ନ ମିଳିବାରୁ ଛାତ୍ରୀଛାତ୍ର ଅସୁବିଧାରେ ପଡ଼ିଛନ୍ତି। ସେମାନେ ଜଙ୍ଗଲରେ ସିଗନାଲ୍‌ ମିଳୁଥିବା ସ୍ଥାନରେ ବସି ଅନ୍‌ଲାଇନ୍‌ରେ ପାଠପଢ଼ା କରୁଛନ୍ତି। ସ୍ଥାନୀୟ ଅଞ୍ଚଳରେ ସିଗନାଲ ବ୍ୟବସ୍ଥାକୁ ସୃଦୃଢ଼ କରିବା ଲାଗି ବାରମ୍ବାର ଅନୁରୋଧ କଲେ ମଧ୍ୟ ସୁଫଳ ମିଳୁ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri