ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ଆଉ ୩୮ ଆକ୍ରାନ୍ତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଗୁରୁବାର ୩୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨୫ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୩ ଲୋକାଲ୍‌ କେସ୍‌ ରହିଛି। ସେହିଭଳି ୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୫୮ରେ ପହଞ୍ଚିଛି। ସେଥିରୁ ୧୨୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୭ ଆକ୍ଟିଭ୍‌ କେସ ରହିଛି। ୩ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରେ ଜୟଦେବ ବିହାରର ୫ଜଣ(୭୪ ବର୍ଷ ବୃଦ୍ଧ, ୩୬ ବର୍ଷୀୟ ମହିଳା,୭୩ବର୍ଷୀୟ ବୃଦ୍ଧ, ଦୁଇ ଶିଶୁ), ମଞ୍ଚେଶ୍ୱର ପ୍ରତିଦିନ ଅଫିସ ନିକଟରୁ ୧୧ଜଣ (୨୯,୨୬,୪୨, ୨୦, ୨୮, ୩୭, ୨୩, ୨୭, ୨୪, ୨୧, ୩୨ ବର୍ଷୀୟ ପୁରୁଷ(ଉତ୍ତରପ୍ରଦେଶ ଫେରନ୍ତା), ଅନ୍ୟ ୪ଜଣ(୪୭, ୨୮,୨୬,୩୨ ବର୍ଷୀୟ ପୁରୁଷ), ପେଡ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ୪୪ ବର୍ଷୀୟ ପଶ୍ଚିମବଙ୍ଗ ଫେରନ୍ତା, ୟୁନିଟ-୮ ଅଞ୍ଚଳର ୨ ଜଣ(୩୬,୪୦ ବର୍ଷ), ୟୁନିଟ୍‌-୬ ଅଞ୍ଚଳର ୨୪ ବର୍ଷୀୟ ପୁରୁଷ, ମଞ୍ଚେଶ୍ୱର ଅଞ୍ଚଳର ୩୮ ବର୍ଷୀୟ ପୁରୁଷ ଅଛନ୍ତି। ସେହିଭଳି ୧୩ ଲୋକାଲ୍‌ କେସ୍‌ ମଧ୍ୟରେ ସିରିପୁର ଅଞ୍ଚଳର ୪ଜଣ(୧୪,୧୮,୧୧,୨୨ ବର୍ଷ), ଚକେଇସିଆଣି ଅଞ୍ଚଳର ୪୬ ବର୍ଷୀୟ ପୁରୁଷ, ବେସରକାରୀ ହସ୍ପିଟାଲର ୫ଜଣ, ସରକାରୀ ହସ୍ପିଟାଲର ଜଣେ ମହିଳା, ମଞ୍ଚେଶ୍ୱର ୟୁ.ପି ସ୍କୁଲ ନିକଟର ୪୦ ବର୍ଷୀୟ ମହିଳା, ଭିଏସ୍‌ଏସ୍‌ ନଗରର ୩୫ ବର୍ଷୀୟ ପୁରୁଷ ଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri