ସୁଶାନ୍ତଙ୍କ ସ୍କେଚ ତିଆରି କଲେ ଦିବ୍ୟାଙ୍ଗ ପ୍ରଂଶସକ

ଅହମଦାବାଦ,୨୬।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୧୨ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ ପ୍ରଂଶସକ ଏହାକୁ ସହଜରେ ଭୁଲି ପାରୁନାହାନ୍ତି। କାହିଁକି ବା ଭୁଲିବେ। ସୁଶାନ୍ତ ଏଭଳି ଏକ ଅଭିନେତା ଥିଲେ, ଯିଏ ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କୁ ଫଲୋ କରୁଥିଲେ। ତେଣୁ ପ୍ରଂଶସକମାନେ ମଧ୍ୟ ତାଙ୍କୁ ଭିନ୍ନ ଭିନ୍ନ ଢ଼ଙ୍ଗରେ ଶ୍ରଦ୍ଧଞ୍ଜାଳୀ ଜଣାଉଛନ୍ତି। ଇତିମଧ୍ୟରେ ଅହମଦାବାଦର ଜଣେ ଦିବ୍ୟାଙ୍ଗ କଳାକାର ଧଭଲ ଖତ୍ରୀ ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବାକୁ ଯାଇ ତାଙ୍କର ଏକ ସ୍କେଚ୍‌ ତିଆରି କରିଥିବା ଦେଖିବାକୁ ମିଳିଛି। ଏହି ସ୍କେଚ କେବଳ ସୁଶାନ୍ତଙ୍କ ପାଇଁ ସେ ତିଆରି କରିଛନ୍ତି। ସୁଶାନ୍ତ ସର୍ବଦା ତାଙ୍କ ହୃଦୟରେ ରହିବେ ବୋଲି ଧଭଲ କହିଛନ୍ତି। ତେବେ ଖୁବ୍‌ଶୀଘ୍ର ପୁରା ସ୍କେଚ ତିଆରି କରି ଏହାର ଭିଡିଓକୁ ଧବଲ ୟୁଟ୍ୟବରେ ଛାଡ଼ିବେ। ଜାଣିଛନ୍ତି କି, ଧବଲ ହେଉଛନ୍ତି ସେହି କଳାକାର ଯାହାଙ୍କୁ ଇନ୍‌ଷ୍ଟାଗ୍ରାମରେ ସୁଶାନ୍ତ ଫଲୋ କରୁଥିଲେ। ସୁଶାନ୍ତ ଆଜି ନାହାନ୍ତି ସତ ହେଲେ ତାଙ୍କ ଭଦ୍ର ଓ ନମ୍ର ଗୁଣ ଯୋଗୁ ସବୁଦିନ ପାଇଁ ସେ ପ୍ରଶଂସକ ହୃଦୟରେ ରହିଯାଇଛନ୍ତି। ସୂଚନା ମୁତାବକ ପୂର୍ବରୁ ଧଭଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ସ୍କେଚ୍‌ ତିଆରି କରି ବେଶ୍‌ ପ୍ରଂଶସା ସାଉଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ….

ଭୁବନେଶ୍ବର,୨୬।୧୨:  ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଐତିହ୍ୟ-ପାରମ୍ପରିକ ଲୋକକଥାର କାହାଣୀ କହେ ଯୋଗୀମଠ ଜଳପ୍ରପାତ, ବିଡିଓ କହିଲେ ରାସ୍ତା ସହ…

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଛି। ସେଥିମଧ୍ୟରୁ ଯୋଗୀମଠ ଜଳପ୍ରପାତ ଅନ୍ୟତମ। ତେବେ ଯୋଗୀମଠ ଜଳପ୍ରପାତରେ ପହଞ୍ଚିବା ପାଇଁ ସବୁଦିନିଆ...

ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌, ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି,୨୬।୧୨: ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି ବ୍ଲକ୍ ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି । ନିହାର ସରକାରଙ୍କ ନାମରେ ପୂର୍ବରୁ ଦୁର୍ନୀତି...

ଡେଲିଭରୀ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟ: ଏହି ଦୁଇଦିନ ହେବ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ସ୍ୱିଗି (Swiggy), ଜୋମାଟୋ (Zomato), ଜେପ୍ଟୋ (Zepto), ବ୍ଲିଙ୍କିଟ୍ (Blinkit), ଆମାଜନ (Amazon), ଫ୍ଲିପକାର୍ଟ (Flipkart) ସମେତ ବିଭିନ୍ନ ଇ-କମର୍ସ ଏବଂ ଫୁଡ୍ ଡେଲିଭରୀ...

ଘରେ ରୋଷେଇ କରୁଥିବାବେଳେ ଯୁବତୀଙ୍କୁ ଏକୁଟିଆ ପାଇ ବଳାତ୍କାର କଲେ ଯୁବକ, ସୁଇସାଇଡ୍‌ ନୋଟ୍‌ ଲେଖି ନେଲେ ଏମିତି ନିଷ୍ପତ୍ତି…

ଚାନ୍ଦବାଲି,୨୬।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲିରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ଚାନ୍ଦବାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri