କରୋନାକୁ ଏବେ ଭୟ ନାହିଁ: ବଜାରକୁ ଆସିବ ସେଫ୍ଟି ଗଗଲ୍ସ

ଚଣ୍ଡିଗଡ଼, ୨୮।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏବେ ଆଉ କରୋନାକୁ ଭୟ ନାହିଁ। ବଜାରରେ ଖୁବ୍‌ ଶୀଘ୍ର ବିକଶିତ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ସେଫ୍ଟି ଗଗଲ୍ସ ମିଳିବାକୁ ଯାଉଛି। ଲଏହାକୁ ପିନ୍ଧିଲେ କରୋନା ସଂକ୍ରମଣର ଭୟ ରହିବ ନାହିଁ। ଚଣ୍ଡିଗଡ଼ର କେନ୍ଦ୍ରୀୟ ବୈଜ୍ଞାନିକ ଉପକରଣ ସଂଗଠନ(ସିଏସ୍‌ଆଇଓ) ପକ୍ଷରୁ ଏହି ସେଫ୍ଟି ଗଗଲ୍ସ ନିର୍ମିତ ହୋଇଛି। ଏହା ହେଲଥ୍‌ କେୟାର ପ୍ରଫେଶନାଲ୍‌ ଏବଂ ପ୍ରଣ୍ଟ୍‌ ଲାଇନ୍‌ ଓ୍ବାର୍କରଙ୍କ ପାଇଁ ବେଶ୍‌ ଉପଯୋଗୀ ହେବ ବୋଲି ସିଏସ୍‌ଆଇଓ କହିଛି। କରୋନ ସଂକ୍ରମଣ ନାକ, ଆଖି ଏବଂ ମୁହଁ ଦ୍ୱାରା ହେବାର ଆଶଙ୍କା ରହିଥାଏ। ଏହି ସେଫ୍ଟି ଗଗଲ୍ସ ବ୍ୟବହାର କଲେ ଏଭଳି ଆଶଙ୍କା ଦୂର ହୋଇପାରିବ। ସିଏସ୍‌ଆଇଓ ପକ୍ଷରୁ ଏହା ନିର୍ମାଣ ଦାୟିତ୍ୱ ଚଣ୍ଡିଗଡ଼ର ସାର୍କ ଇଣ୍ଡଷ୍ଟ୍ରିଜ୍‌କୁ ଦିଆଯାଇଛି। ପ୍ରଥମ ପ୍ରର୍ଯ୍ୟାୟରେ ୧୦ ହଜାର ସେଫ୍ଟି ଗଗଲ୍ସ ନିର୍ମିତ ହୋଇ ବଜାରକୁ ଆସିବ। ଏହାର ଦାମ୍‌ ୩୫୦ରୁ ୪୦୦ ଟଙ୍କା ରହିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ଫସିଛନ୍ତି କି? ଚାଣକ୍ୟଙ୍କ ଏହି ୫ କଥା ମାନିଲେ ଦୂର ହେବ ସମସ୍ତ ସଙ୍କଟ, ଜିତି ଯିବେ ପ୍ରତିଟି ବାଜି…

ଆଚାର୍ଯ୍ୟ ଚାଣକ୍ୟଙ୍କ ରଚିତ ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନକୁ ସଫଳ କରିବାକୁ ନେଇ ଅନେକ ନୀତି ବିଷୟରେ ଉଲ୍ଲେଖ ରହିଛି। ଏହାକୁ ସଠିକ୍‌ ଭାବେ ପାଳନ...

ଅତ୍ୟନ୍ତ ଶୁଭ ଜେଡ୍‌ ପ୍ଲାଣ୍ଟ: ଘରେ ଲଗାଇଲେ ବଢ଼େ ସୁଖସମୃଦ୍ଧି

ଜେଡ୍‌ ପ୍ଲାଣ୍ଟ ହେଉଛି ଏକପ୍ରକାର ଇଣ୍ଡୋର ପ୍ଲାଣ୍ଟ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହି ପ୍ଲାଣ୍ଟକୁ ଲକି ପ୍ଳାଣ୍ଟ ତଥା ଫ୍ରେଣ୍ଡସିପ୍‌ ପ୍ଲାଣ୍ଟ ବି କୁହାଯାଇଥାଏ। କାରଣ ଏହି...

ଘରେ ଲଗାଇବେ ନାହିଁ କେଉଁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri