୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବ ପାକିସ୍ତାନ: ଭାରତ କଲା ବିରୋଧ

ଇସଲାମାବାଦ୍‌, ୨୮।୬: ପାକିସ୍ତାନ ଭାରତକୁ ହଇରାଣ କରିବା ଲାଗି ଷଡ଼ଯନ୍ତ୍ର କରୁଛି। ପାକିସ୍ତାନ ପକ୍ଷରୁ ୧୮ ଅଗଷ୍ଟରେ ଗିଲ୍‌ଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ କରିବା ଲାଗି ଘୋଷଣା କରାଯାଇଛି। ପାକିସ୍ତାନ ସୁପ୍ରିମ୍‌କୋର୍ଟର ଅନୁମତି ମିଳିବା ପରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତିି। ଏପ୍ରିଲ୍‌ ୩୦ରେ ସୁପ୍ରିମ୍‌କୋର୍ଟ ୨୦୧୮ ପ୍ରଶାସନିକ ସଂଶୋଧନ ଲାଗି ଅନୁମତି ଦେଇଥିଲେ। ପାକିସ୍ତାନ ରାଷ୍ଟ୍ରପତି ଆରିଫ୍‌ ଅଲଭୀ ଶନିବାର ଏନେଇ ମଞ୍ଜୁରୀ ମଧ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ, ଗିଲ୍‌ଗିଟ୍‌-ବଲ୍ଟିସ୍ତାନକୁ ଭାରତର ଅଭିନ୍ନ ଅଙ୍ଗ ବୋଲି ପୂର୍ବରୁ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ଉଦ୍ଦେଶ୍ୟରେ କୁହାଯାଇଥିଲା। ତେବେ ପାକିସ୍ତାନ ଏହାକୁ ନ ମାନି ଏଭଳି କାର୍ଯ୍ୟ କରୁଥିବାରୁ ଭାରତ ପକ୍ଷରୁ ବିରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଚିଛନ୍ତି ଗୋଲଡି ବ୍ରାର, ଆମେରିକା ପୋଲିସ କହିଛି ମିଡିଆରେ ଦିଆଯାଇଥିବା ଖବର ମିଥ୍ୟା

ଚଣ୍ଡିଗଡ଼/ଓ୍ବାଶିଂଟନ, ୨।୫: ପଞ୍ଜାବର ଗ୍ୟାଙ୍ଗଷ୍ଟର ଗୋଲଡି ବ୍ରାର ଜୀବନ୍ତ। ତାଙ୍କ ମୃତ୍ୟୁ ଖବର ବୁଧବାର ଗଣମାଧ୍ୟମରେ ଆସିଛି। ପରବର୍ତ୍ତୀ ସମୟରେ, କାଲିଫର୍ନିଆର ଫ୍ରେସ୍ନୋ ପୋଲିସ ବିଭାଗ...

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା...

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ...

ପାକିସ୍ତାନରେ ଅଟା କେଜି ୮୦୦ ଟଙ୍କା, ରୁଟି ୨୫ ଟଙ୍କା, ଜାଣନ୍ତୁ କାହିଁକି ସବୁ ଏତେ ମହଙ୍ଗା

ନୂଆଦିଲ୍ଲୀ,୧ା୫: ପଡୋଶୀ ଦେଶ ପାକିସ୍ତାନରେ ଖାଦ୍ୟ ସାମଗ୍ରୀ ସହିତ ବିଭିନ୍ନ ଜିନିଷର ଦାମ୍ ଆକାଶ ଛୁଆଁ ରହିଛି।ଯାହାକୁ ନେଇ ଲୋକମାନେ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ...

ହାମିଲଟନ ହଲ୍‌କୁ କବ୍‌ଜା କଲେ ବିକ୍ଷୋଭକାରୀ

ନ୍ୟୁୟର୍କ, ୧।୫: ଗତ କିଛିଦିନ ଧରି ପାଲେଷ୍ଟାଇନକୁ ସମର୍ଥନ କରି ଆମେରିକାର ଅନେକ ବିଶ୍ୱବିଦ୍ୟାଳୟରେ ଆନ୍ଦୋଳନ ହେଉଥିବାବେଳେ ମଙ୍ଗଳବାର ଏହା ଉଗ୍ରରୂପ ଧାରଣ କରିଛି। କଲମ୍ବିଆ...

ନେତାନ୍ୟାହୁଙ୍କ ନାଁରେ ଜାରି ହୋଇପାରେ ଆରେଷ୍ଟ ଓ୍ବାରେଣ୍ଟ

ଜେରୁଜେଲମ,୩୦।୪: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଜାରି ରହିଛି । ଗାଜା ଷ୍ଟ୍ରିପରେ ହୋଇଥିବା ଭୟଙ୍କର ନରସଂହାର ହେତୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ...

ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ

ଇସଲାମାବାଦ୍‌,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି,...

ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ

ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri