ଶୀଘ୍ର ଆସିବ ଷ୍ଟାଣ୍ଡାର୍ଡ କୋଭିଡ ବୀମା

ନୂଆଦିଲ୍ଲୀ,୨୯।୬ : ଜୁଲାଇ ୧୦ ସୁଦ୍ଧା କୋଭିଡ ଷ୍ଟାଣ୍ଡାର୍ଡ ଚିକିତ୍ସା ବୀମା ଆଣିବାକୁ ଭାରତୀୟ ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (ଆଇଆର୍‌ଡିଏଆଇ) ପକ୍ଷରୁ ବୀମା କମ୍ପାନୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଦେଶ ମଧ୍ୟରେ କୋଭିଡ ମାମଲା ବଢୁଥିବାରୁ ‘କୋଭିଡ ଚିକିତ୍ସା ବୀମା’ କିମ୍ବା ‘କୋଭିଡ ବଚତ୍‌ ବୀମା’ ଦ୍ୱାରା ଲୋକଙ୍କୁ ସୁବିଧା ଯୋଗାଣ ଉପରେ କମ୍ପାନୀଗୁଡିକ କାମ କରିବା ଆବଶ୍ୟକ ବୋଲି ନିୟାମକ ଗୁରୁତ୍ୱାରୋପ କରିଛନ୍ତି। ନିୟାମକ କହିଛନ୍ତି ଯେ, ବୀମା ପଲିସି ସାଢେ ୩ ମାସ, ସାଢେ ୬ ମାସ ଏବଂ ସାଢେ ୯ ମାସ ରଖାଯାଇପାରିବ। ବୀମା ପଲିସିର ନାମ ‘କରୋନା ବଚତ ବୀମା’ ରଖାଯାଇପାରିବ। କମ୍ପାନୀଗୁଡିକ ଏହା ସହ ନିଜ ନାମକୁ ଯୋଡି ପାରିବେ। ସାରା ଦେଶରେ ଏଥି ଲାଗି ପ୍ରିମିୟମ ଏକା ପ୍ରକାରର ହେବ। କୋଭିଡ ସହ ପୁରୁଣା ଏବଂ ନୂଆ ରୋଗର ଚିକିତ୍ସା ଖର୍ଚ୍ଚ ଏଥିରେ ସାମିଲ ହେବାର ଆବଶ୍ୟକତା ରହିଛି। ଏହା ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି, ଘରେ ଚିକିତ୍ସା କରାଇବା, ଆୟୁଷ ଦ୍ୱାରା ଚିକିତ୍ସା ସହ ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବର ଖର୍ଚ୍ଚ ସାମିଲ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri