Posted inଫୁରସତ

କ୍ଷେତରେ ସ୍ତ୍ରୀଙ୍କ ସହ ଗୀତ ଗାଇ ରାତାରାତି ଷ୍ଟାର୍‌ ପାଲଟିଲେ ବୃଦ୍ଧ କୃଷକ

କ୍ଷେତରେ ଗୀତ ଗାଇ ରାତାରାତି ଷ୍ଟାର୍‌ ପାଲଟିଛନ୍ତି ଜଣେ ବୃଦ୍ଧ କୃଷକ। ବଲିଉଡ୍‌ର ବଡବଡ କଣ୍ଠଶିଳ୍ପୀ ତାଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି। ଜଣେ କୃଷକ କ୍ଷେତରେ ସମୟ ବାହାର କରି ନିଜ ସ୍ତ୍ରୀଙ୍କ ସହ ଫିଲ୍ମ ‘ଫ୍ରଫେସର’ର ଏକ ଗୀତ ଆଓ୍ବାଜ୍‌ ଦେକେ ହମେ ତୁମ୍‌ ବୁଲାଓ ..ଗୀତଟି ଗାଇଥିଲେ। ଜିତେନ୍ଦ୍ର ଏସ୍‌ ଜୋରାଓ୍ବତ୍‌ ନାମକ ଟୁଇଟର୍‌ ୟୁଜର ବୃଦ୍ଧ ଲାଲଚାନ୍ଦଙ୍କ ଭିଡିଓକୁ ନିଜ ଟୁଇଟର୍‌ ଆକାଉଣ୍ଟରେ ଶେୟାର କରିଥିଲେ। ଯାହା ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ତାଙ୍କ କଣ୍ଠର ଯାଦୁ ଦେଖି ବଲିଉଡ୍‌ କଣ୍ଠଶିଳ୍ପୀ ମୋହିତ ଚୌହାନ୍‌, ରେଖା ଭରଦ୍ୱାଜ୍‌, ଏବଂ ଅଭିନେତା ମୋ. ଜିଶାନ୍‌ ଆୟୁବ୍‌ ଉକ୍ତ ବ୍ୟକ୍ତିଙ୍କୁ ପ୍ରଶଂସା କରିଛନ୍ତି। ବୃଦ୍ଧ ବ୍ୟକ୍ତି ଜଣଙ୍କ ଗାଇଥିବା ଗୀତଟିକୁ ଲତା ମଙ୍ଗେସକର ଏବଂ ମହମ୍ମଦ ରଫି ଗାଇଥିଲେ। ଏପର୍ଯ୍ୟନ୍ତ ଭିଡିଓକୁ ୪୦ ହଜାରୁ ଅଧିକ ଲୋକ ଦେଖି ସାରିଥିବାବେଳେ ହଜାରୁ ଅଧିକ ଲାଇକ୍‌ ମିଳିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri