ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଏହା…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ କଟନୀ ଛଟନୀ ଚାଷୀଙ୍କ ଦୁଃଖ ଦ୍ବିଗୁଣିତ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ ସ୍କୁଟିକୁ ଧକ୍କା ଦେବା ପରେ ଘୋଷାଡ଼ି…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ ନ ଥିବା ୪୨ଜଣ ହିତାଧିକାରୀମାନଙ୍କୁ ନେଇ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା। ମୃତା ମହିଳା ହେଲେ ବଲାଙ୍ଗୀର ସହର…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ପୁନଃ ସାମରିକ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ ଥିବା ପରି ମନେ ହେଉଛି। ମମତା ସମ୍ପ୍ରତି କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କୁ…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ ଥିବା ସମସ୍ତ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି,…

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା ବାନାର୍ଜୀ ପ୍ରସ୍ତୁତ ଥିବା ଜଣାପଡ଼ୁଛି, କିନ୍ତୁ ସେ ଅଭିଷେକ ବାନାର୍ଜୀଙ୍କ ଜରିଆରେ ରାହୁଲ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ ତାଙ୍କର ୧୨ ବର୍ଷ ପୂରଣ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶ…

ଜିନ୍‌ପିଙ୍ଗ୍‌ ଗଲେ କୋରିଆ

ବର୍ତ୍ତମାନ ସ୍ଥିତିରେ ବିଶ୍ୱରେ କେଉଁ ଦେଶ ଅଧିକ କ୍ଷମତାଶାଳୀ କହିବା କଷ୍ଟକର। ଦିନ ଥିଲା, ଆମେରିକା ଓ ରୁଷିଆ ସୁପରପାଓ୍ବାର ଭାବେ ରାଜୁତି କରୁଥିଲେ। ଚାଇନା ଶକ୍ତିଶାଳୀ ତାଲିକା ଭିତରକୁ ପ୍ରବେଶ କରିବା ପରେ ପୃଥିବୀରେ ଏକ ନୂଆ ସମୀକରଣ ସୃଷ୍ଟି…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି। ପ୍ରତିଦିନ ଏଭଳି ଘଟଣା ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତି ଦେଶ ଭିତରେ ଛବି…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଏବଂ ମୌଳିକ କର୍ତ୍ତବ୍ୟ” ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଉତୁରୁଛି ଅପରାଧ

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ୩ ଜୁନ୍‌ରେ ଯେଭଳି ଭାବେ ହତ୍ୟା କରାଯାଇଛି, ତାହା ଏବେ ଦେଶସାରା ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କୁ କୌଣସି ସୁପାରି କିଲରଙ୍କ ଦ୍ୱାରା ହତ୍ୟା କରାଯାଇ…

ନେତାନ୍ୟାହୁଙ୍କୁ ଟ୍ରମ୍ପଙ୍କ ଶେଷ ଚେତାବନୀ! ‘ବିବି ସାବଧାନ ହୋଇଯାଅ, ନହେଲେ…’

ଓ୍ବାଶିଂଟନ,୯।୬: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ମତଭେଦ ଦେଖାଯାଇଛି । ୬୦ ଦିନିଆ ଅସ୍ତ୍ରବିରତି ପରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଆକ୍ରମଣ ପରେ ଟ୍ରମ୍ପ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୯ ଜୁନ୍, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୭ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ଜୁନ୍, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଜୁନ୍ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ଏଣିକି ପିଲାଙ୍କ ଘରକୁ ଯିବେ ସ୍କୁଲ ଶିକ୍ଷକ | Education | School Students | Dharitri

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live