ହସ୍ପିଟାଲ କର୍ମଚାରୀଙ୍କ ପାଇଁ ଗାଇଡ୍‌ଲାଇନ ଜାରି କଲା ବିଏମ୍‌ସି

ଭୁବନେଶ୍ୱର,୨୯ା୬(ବ୍ୟୁରୋ)-ବିଭିନ୍ନ ହସ୍ପିଟାଲରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୋମବାର ଗାଇଡ ଲାଇନ ଜାରି ହୋଇଛି। ଭୁବନେଶ୍ୱର ବସ୍ତି ଅଞ୍ଚଳରେ ରହୁଥିବା କର୍ମଚାରୀଙ୍କ ପାଇଁ ଏହି ଗାଇଡଲାଇନ ଜାରି କରାଯାଇଛି।
ଗାଇଡଲାଇନ ଅନୁସାରେ, ବସ୍ତି ଅଞ୍ଚଳରେ ରହୁଥିବା ସବୁ କର୍ମଚାରୀଙ୍କ ଡାଟାବେସ ପ୍ରସ୍ତୁତ ପାଇଁ ସବୁ ଘରୋଇ ହସ୍ପିଟାଲର କର୍ତ୍ତୃପକ୍ଷଙ୍କୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବସ୍ତିରେ ରହୁଥିବା କର୍ମଚାରୀ ଏକାଦିକ୍ରମେ ୧୪ ଦିନ ଡ୍ୟୁଟି କରିବେ। ହସ୍ପିଟାଲ ପରିସରରେ ସମ୍ପୃକ୍ତ କର୍ମଚାରୀଙ୍କ ପାଇଁ ରହଣି ବ୍ୟବସ୍ଥା ହେବ। ୧୪ ଦିନ ଡ୍ୟୁଟି ପରେ ନେଗେଟିଭ ରିପୋର୍ଟ ଦେଖି ରିଲିଭ କରାଯିବ। ୧ମ ଦଫା କର୍ମଚାରୀଙ୍କ ଡ୍ୟୁଟି ପରେ ୨ୟ ଦଫା କର୍ମଚାରୀଙ୍କୁ ଡ୍ୟୁଟି ମିଳିବ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri