କଣ୍ଟେନମେଣ୍ଟ ଜୋନ୍‌ ହେଲା ଗୁଣ୍ଠପଡ଼ା

ଆସିକା,୨୯ା୬(ଡି.ଏନ୍‌.ଏ.)- ଆସିକା ବ୍ଲକ ଗୁଣ୍ଠପଡା ପଞ୍ଚାୟତର ଗୁଣ୍ଠପଡା ଗ୍ରାମକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ ରାଇପଲ୍ଲୀ, ଖଣ୍ଡବନ୍ଧ ଏବଂ ସୁମନ୍ତପଲ୍ଲୀକୁ ବଫର ଜୋନ ଭାବେ ଘୋଷଣା କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ରାତିରେ ଏହି ଘୋଷଣା କରିବା ସହ ବିଭିନ୍ନ ନିଦ୍ଦେର୍ର୍ଶନାମା ଜାରି କରିଛନ୍ତି। ଆସିକାର ଅତିରିକ୍ତ ତହସିଲଦାର ଆଶୁତୋଷ ଗୌରବକରଙ୍କୁ କଣ୍ଟେନମେଣ୍ଟ ଓ ବଫର ଜୋନ ଦାୟିତ୍ୱରେ ସହ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ ରହିବା ଲାଗି ନିର୍ଦ୍ଦେଶ ଜାରି କରାଯାଇଛି ା ଅନ୍ୟପକ୍ଷରେ ସୋମବାର ଆସିକା ତହସିଲଦାର ସଦାନନ୍ଦ ସେଠୀ ଓ ଅତିରିକ୍ତ ବିଡିଓ ପ୍ରଦୀପ କୁମାର ପଣ୍ଡା ଉକ୍ତ ପଞ୍ଚାୟତ ଗସ୍ତ କରି ଜନସାଧାରଣଙ୍କୁ ସଚେତନ କରିଛନ୍ତି। ସଂପୃକ୍ତ ଅଞ୍ଚଳରେ ଦୋକାନ ବଜାର ସମ୍ପୁର୍ଣ୍ଣ ବନ୍ଦ ରହିବା ସହ ଜନସାଧାରଣଙ୍କ ବାହାରକୁ ନଯିବା ଲାଗି କଡା କଟକଣା ଜାରି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri