ଶୋଷ ମେଣ୍ଟାଉଛି ଚୂଆପାଣି

ବାଲିଗୁଡ଼ା,୧ା୭(ଡି.ଏନ୍‌.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ବାଟାଗୁଡ଼ା ଗ୍ରାମ ପଞ୍ଚାୟତ ସବାରକିଆ ଗାଁ ରେ ଦେଖିବାକୁ ମିଳିଛି ଏଭଳି ସମସ୍ୟା। ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା ନ ଥିବାରୁ ଚୂଆପାଣି ପିଉଛନ୍ତି ଗ୍ରାମବାସୀ। ଖରା ହେଉ ବା ବର୍ଷା ସବୁ ଋତୁରେ ଏଭଳି ସମସ୍ୟା ଲାଗି ରହିଛି। ଗାଁ ରେ ରୁହନ୍ତି ୧୦ ପରିବାର। ବିଲ ମଝିରେ ଥିବା ଏକମାତ୍ର ନୂଆ ହିଁ ଏମାନଙ୍କ ସାହା ଭରଷା। ଖରାଦିନେ ଉକ୍ତ ଚୂଆରେ ପାଣି ଶୁଖି ଯାଉଥିବାବେଳେ ବର୍ଷାଦିନେ ବିଲ ପାଣି ଭରିଯାଉଛି। ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଦୂଷିତ ପାଣି ପିଇ ବିଭିନ୍ନ ସମୟରେ ରୋଗାକ୍ରାନ୍ତ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ନଳକୂପଟିଏ ଗାଁ ରେ ଖୋଳୁନାହିଁ। ଯଥାଶୀଘ୍ର ଗଁ। ରେ କୂଅ କିମ୍ବା ନଳକୂପ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି ଅଞ୍ଚଳବାସୀ। ଗତବର୍ଷ ବାଟାଗୁଡା ଗ୍ରାମ ପଞ୍ଚାୟତ ପକ୍ଷରୁ ସବାରକିଆ ଗାଁ ପାଇଁ କୂଅ ମଞ୍ଜୁର ହୋଇଥିଲା। ହେଲେ ଗାଁ ଲୋକେ ଖୋଳିଲେନି। ଫଣ୍ଡ ଆସିଲେ ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ବାଟାଗୁଡ଼ା ସରପଞ୍ଚ ମେନକା ମଲ୍ଲିକ। ଜିଲ୍ଲା ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି କରିଛନ୍ତି ଗ୍ରାମବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri