ପିନ୍ଧିଥିବା ଡ୍ରେସ୍‌ଠାରୁ ମହଙ୍ଗା ଚପଲକୁ ହାତରେ ଧରି ଯାଉଥିବା ନଜର ଆସିଥିଲେ ଏହି ଅଭିନେତାଙ୍କ ସ୍ତ୍ରୀ

ବଲିଉଡ୍‌ ଅଭିନେତା ଶାହିଦ୍‌ କପୁରଙ୍କ ସ୍ତ୍ରୀ ମୀରା ରାଜପୁତ ନିଜ ଷ୍ଟାଇଲିସ୍‌ ଅନ୍ଦାଜ୍‌କୁ ନେଇ ବେଶ୍‌ ଚର୍ଚ୍ଚାରେ ଥାନ୍ତି।  ନିଜ ଫ୍ୟାଶ୍‌ନକୁ ନେଇ ମଧ୍ୟ ଲୋକଙ୍କ ହୃଦୟ ଜିତିଛନ୍ତି ମୀରା। ବେଳେବେଳେ ନିଜ ଫ୍ୟାଶନକୁ ନେଇ ମଧ୍ୟ ସେ ଟ୍ରୋଲ ହୋଇଥାନ୍ତି। ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ଅନେକ ବଲିଉଡ୍‌ ଷ୍ଟାର୍ସଙ୍କୁ ଡକାଯାଇଥିଲା। ଏଥିରେ ସାମିଲ ଥିଲେ ଶାହିଦ୍‌ କପୁର। ସେ ସ୍ତ୍ରୀ ମୀରା ରାଜପୁତଙ୍କ ସହ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲେ। ସେ ଫ୍ଲୋରଲ୍‌ ଅନାରକଲି ପିନ୍ଧିଥିଲେ। ଯାହାର ମୂଲ୍ୟ ୬୦ ହଜାର ଥିଲା। ସେହିପରି ହାତରେ ଧରିଥିବା ବ୍ୟାଗ୍‌ର ମୂଲ୍ୟ ୨ ଲକ୍ଷ ଏବଂ ଗୋଡରେ ପିନ୍ଧିଥିବା ଚପଲର ମୂଲ୍ୟ ୬୬ ହଜାର ଥିଲା। ସମାରୋହ ଶେଷରେ ମୀରାଙ୍କୁ ଖାଲି ପାଦରେ ଦେଖିବାକୁ ମିଳିଥିଲା। ସେ ଚପଲକୁ ନିଜ ହାତରେ ଧରି ଯାଉଥିଲେ। ସୋସିଆଲ ମିଡିଆରେ ମୀରାଙ୍କ ଏହି ଫଟୋ ଖୁବ୍‌ ଭାଇରାଲ ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

ପାଟିତୁଣ୍ଡରୁ ତୁମୁଳକାଣ୍ଡ..କମ୍ପାନୀ କ୍ୟାମ୍ପସରେ ହତ୍ୟା, ପାଣିଟାଙ୍କିରେ ଫିଙ୍ଗିଦେଲେ ମୃତଦେହ

ନୂଆଦିଲ୍ଲୀ,୨୩।୧୨: ମହାରାଷ୍ଟ୍ରର ପାଲଘର ଜିଲାରୁ ଏକ ଚାଞ୍ଚଲ୍ୟକର ହତ୍ୟା ମାମଲା ସାମ୍ନାକୁ ଆସିଛି। ବ୍ୟକ୍ତିଗତ ବିବାଦ ପରେ ଜଣେ ଯୁବକ ତାଙ୍କ ଅଫିସ ସହକର୍ମୀଙ୍କୁ ହତ୍ୟା...

ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ

ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି ।...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri