ବିବାହ ପରେ ମାତ୍ର ୨୧ ଦିନ ଏକତ୍ର ରହିଥିଲେ ବିରାଟ-ଅନୁଷ୍କା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି କୌଣସି ନା କୌଣସି ଖବରକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପୂର୍ବରୁ ମଧ୍ୟ ଏହି ଯୋଡି ଏକାଠି ସମୟ ବିତାଉଥିବାକୁ ନେଇ ଚର୍ଚ୍ଚାରେ ରହୁଥିଲେ। ଏବେ ପୁଣିଥରେ ଏହି ଯୋଡି ଚର୍ଚ୍ଚାକୁ ଆସିଛନ୍ତି। ଏବେ ଚର୍ଚ୍ଚା ସେମାନଙ୍କ ସମ୍ପର୍କକୁ ନେଇ। ବିରୁଷ୍କା ବିବାହ ପରେ ୬ ମାସ ପର୍ଯ୍ୟନ୍ତ କାମରେ ବ୍ୟସ୍ତ ରହିଥିଲେ। ତେଣୁ ସେମାନେ ମାତ୍ର ୨୧ ଦିନ ଏକାଠି ରହିଥିଲେ। ଏହି ଦିନଗୁଡିକୁ ଅନୁଷ୍କା ଭଲଭାବେ ଗଣି ମନେରଖିଛନ୍ତି। ଏକ ସାକ୍ଷାତକାରେ ନିଜେ ଅନୁଷ୍କା ଏହା କହିଛନ୍ତି। ଆହୁରି ମଧ୍ୟ ସେ କୁହନ୍ତି, ଯେତେବେଳେ ବିରାଟ ତାଙ୍କୁ ଭେଟିବାକୁ ଯାଉଥିଲେ କିମ୍ବା ସେ ବିରାଟଙ୍କୁ ଭେଟିବାକୁ ଯାଉଥିଲେ ସେମାନଙ୍କ ମଧ୍ୟରେ ଜଣେ ବ୍ୟସ୍ତ ରହୁଥିଲେ। ତେଣୁ ବିରୁଷ୍କା କେବଳ ଏକାଠି ଖାଇବାକୁ ସମୟ ପାଉଥିଲେ। ମାତ୍ର ଏହାକୁ ହଲିଡେ ମନାଉଥିବା ଲୋକେ କୁହନ୍ତି ବୋଲି ଅନୁଷ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଚାଲିଛି ଆଗ-ପଛ: ଜାଣନ୍ତୁ କିଏ ଅଛନ୍ତି ଶୀର୍ଷରେ

ନୂଆଦିଲ୍ଲୀ,୬।୫:ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନରେ ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ଭଲ ପ୍ରଦର୍ଶନ କରୁଛନ୍ତି। କେକେଆର ଟେବୁଲରେ ଭଲ ପ୍ରଦର୍ଶନ କରିବାରେ ସକ୍ଷମ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

କ୍ରିକେଟ୍‌ ଖେଳୁଥିବାବେଳେ ପ୍ରାଇଭେଟ୍‌ ପାର୍ଟରେ ବାଜିଲା ବଲ୍‌: ପଡ଼ିଆରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍‌ ନିଶା ଘାରିଛି। କ୍ରିକେଟ୍‌ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ...

ଧୋନୀଙ୍କୁ ବୋଲ୍ଡ କରି ଘୃଣାର ଶିକାର ହେଲେ ଏହି ବୋଲର

ଧର୍ମଶାଳା,୬।୫: ଆଇପିଏଲ ୨୦୨୪ର ୫୩ତମ ମ୍ୟାଚ ଅତ୍ୟନ୍ତ ରୋମାଞ୍ଚକର ଏବଂ ଚମତ୍କାର ଥିଲା। ଏହି ମ୍ୟାଚ୍‌ରେ ବ୍ୟାଟ୍ସମ୍ୟାନ ନୁହଁନ୍ତି ବରଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ।...

ସୁପରମ୍ୟାନ୍‌ ସାଜିଲେ ରମନଦୀପ: ଏମିତି କ୍ୟାଚ୍‌ ନେଲେ ସମସ୍ତେ ରହିଗଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ର ୫୪ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ କୋଲକାତା ଏକ ବଡ଼...

ଐତିହାସିକ ରେକର୍ଡ ହାସଲ କଲେ ସୁନୀଲ ନାରିନ

ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ପାଇଁ ବଲ ଅପେକ୍ଷା ସୁନୀଲ ନାରିନ ବ୍ୟାଟ ସହିତ ଅଧିକ ପ୍ରଭାବଶାଳୀ ବୋଲି ପ୍ରମାଣ କରୁଛନ୍ତି। ଚଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri