ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ ହୋଇଛି। ସେଥିରୁ ୨୪୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୬୦ ସକ୍ରିୟ କେସ୍‌ ରହିଛି। ସେହିଭଳି ୬ଜଣଙ୍କ ମୃତ୍ୟୁ ଘଟିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩୭ କ୍ୱାରାଣ୍ଟାଇନ୍‌ ମାମଲା, ୮ ଲୋକାଲ କେସ୍‌ ରହିଛି। କ୍ୱାରାଣ୍ଟାଇନ୍‌ ମାମଲା ମଧ୍ୟରୁ ମଞ୍ଚେଶ୍ୱର ପ୍ରତିଦିନ ଅଫିସ ନିକଟରୁ ୯, ସାମନ୍ତରାପୁର ନୂଆଗାଁର ୬, ଘରୋଇ ହସ୍ପିଟାଲର ୩, ସତ୍ୟନଗର ଅଞ୍ଚଳର ଜଣେ, ମଞ୍ଚେଶ୍ୱର କଳିଙ୍ଗ ବେକରୀ ନିକଟରୁ ୩, ସହିଦ ନଗର ୭-୧୧ ରେଷ୍ଟୁରାଣ୍ଟ ନିକଟରୁ ଜଣେ, ହଂସପାଳ ସିମ୍ଫୋନୀ ମଲ୍‌ ନିକଟରୁ ଜଣେ, ଚକେଇସିଆଣିରୁ ଜଣେ, ଲକ୍ଷ୍ମୀସାଗର ପୁରୁଣା ପୋଷ୍ଟଅଫିସ ନିକଟରୁ ଜଣେ, ୟୁନିଟ୍‌-୪ ଅଞ୍ଚଳର ଜଣେ, ଅଶୋକ ନଗର ଅଞ୍ଚଳର ଜଣେ, ବରମୁଣ୍ଡା ଅଞ୍ଚଳର ଜଣେ, ପୁରୁଣା ଭୁବନେଶ୍ୱରର ଜଣେ, ସରକାରୀ ଡାକ୍ତରଖାନାର ୪ଜଣ, ଭରତପୁର ଅଞ୍ଚଳରୁ ଜଣେ ଅଛନ୍ତି। ସେହିଭଳି ୮ ଲୋକାଲ କେସ୍‌ ମଧ୍ୟରୁ ବରମୁଣ୍ଡା ଶକ୍ତି ଗେଟେ ହାଉସ ନିକଟରୁ ଜଣେ, କେଦାର ଗୌରୀ ଅଞ୍ଚଳରୁ ଜଣେ, ସାଲିଆ ସାହିରୁ ଜଣେ, ଖଣ୍ଡଗିରିରୁ ଜଣେ, ଡୁମ୍‌ଡୁମାରୁ ଜଣେ, ପୁରୁଣା ଭୁବନେଶ୍ୱରରୁ ଜଣେ, ୟୁନିଟ୍‌-୪ ଅଞ୍ଚଳରୁ ଜଣେ, ଚନ୍ଦ୍ରଶେଖରପୁର ଅଞ୍ଚଳରୁ ଜଣେ ଅଛନ୍ତି। ଏହାବ୍ୟତିତ ୩୧ ଜଣ ଆକ୍ରାନ୍ତ ମଧ୍ୟ ସୁସ୍ଥ ହୋଇଥିବା ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri