CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୯ ନୂଆ ସଂକ୍ରମିତ, ମୋଟ ଆକ୍ରାନ୍ତ ସଂଖ୍ୟା ୯ହଜାର ଟପିଲା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୫୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri