Posted inଫୁରସତ

ବତକ ରାସ୍ତା ପାର୍‌ କରିବା ପାଇଁ ଅଟକିଲା ଟ୍ରାଫିକ୍‌

ଆଜିକାଲି ସ୍ବାର୍ଥପର ଦୁନିଆରେ କେହି କାହାକୁ ସହାୟତା କରିବା ବଡ ମୁସ୍କିଲ କାମ ବୋଲି ଧରାଯାଏ। କିନ୍ତୁ ଆଜିବି ଅନେକ ଲୋକ ଅଛନ୍ତି, ଯିଏ କି ନିଜ ମାନବିକତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥାନ୍ତି। ଆମେରିକାର ନ୍ୟୁୟର୍କରେ ଏକ ଏମିତି ଘଟଣା ଘଟିଛି। ଏକ ବତକ ଏବଂ ତା ଛୁଆକୁ ରାସ୍ତା ପାର୍‌ କରାଇଦେବା ପାଇଁ ଅଟକିଥିଲା ଟ୍ରାଫିକ୍‌। କିଛି ମହିଳା ଏବଂ ଅନ୍ୟ ଜଣେ ବ୍ୟକ୍ତି ମିଶି ବତକକୁ ସୁରକ୍ଷିତ ଭାବେ ରାସ୍ତା ପାର କରାଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯୁଜର୍ସ ଏହି ଭିଡିଓକୁ ବେଶ୍‌ ପସନ୍ଦ ମଧ୍ୟ କରିଛନ୍ତି। ଏପର୍ଯ୍ୟନ୍ତ ଏହି ଭିଡିଓକୁ ୧ ଲକ୍ଷ ୯୦ ହଜାର ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri