Posted inଫୁରସତ

ମା’ ପେଟରୁ ଏମିତି କିଛି ଧରି ବାହାରିଲେ ନବଜାତକ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ

କରୋନା ଯୋଗୁ ସମଗ୍ର ବିଶ୍ୱ ଏବେ ଚିନ୍ତାରେ ପଡ଼ିଛି। ଏହି ସମୟରେ ଭିଲତ୍‌ନାମାର ଏକ ନବଜାତ ଶିଶୁପୁତ୍ର ଲୋକଙ୍କୁ କିଛିଟା ହସିବାକୁ ବାଧ୍ୟ କରିଛି। ଭିଏତନାମାର ହାଇ ଫୋଙ୍ଗ ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଏକ ଶିଶୁପୁତ୍ର ଜନ୍ମ ହୋଇଛନ୍ତି। ଶିଶୁଟି ମା’ ଗର୍ଭରୁ ବାହାରିବା ବେଳେ ହଳଦିଆ ଏବଂ କଳା ରଙ୍ଗର କିଛି ଧରିଥିବା ଡାକ୍ତରମାନେ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏହା ଗର୍ଭନିରୋଧକ ଫାଇଲ ବୋଲି ପରେ ଜଣାପଡ଼ିଥିଲା।
ଶିଶୁଙ୍କ ୩୪ ବର୍ଷୀୟ ମା’ କୁହନ୍ତି, ପୂର୍ବରୁ ୨ଟି ସନ୍ତାନ ଥିବାରୁ ସେ ଆଉ ମା’ ହେବାକୁ ଚାହୁଁ ନ ଥିଲେ। ତେଣୁ ୨ ବର୍ଷ ପୂର୍ବେ ସେ ନିଜ କଣ୍ଟ୍ରୋସେପ୍ଟିକ ଶୈଳୀ ଆପଣାଇଥିଲେ। ଏବେ ଶିଣୁଟି ତା’କୁ ହାତରେ ଧରି ଜନ୍ମ ନେଇଛି। ଡାକ୍ତରମାନେ ଏହା ଦେଖିବା ପରେ ଏକ ଫଟୋ ଉଠାଇ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଏବେ ଏହି ଫଟୋ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri