ସାଲେପୁର ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ମଧ୍ୟ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ କୋଭିଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଧାୟକ କରୋନା ଆକ୍ରାନ୍ତ ହେବା ପରେ ପ୍ରଶାସନର ଚିନ୍ତା ବଢ଼ିଯାଇଛି। କାରଣ ବିଧାୟକ ଅନେକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଗତ ଶୁକ୍ରବାର ହୋଇଥିବା ଷ୍ଟାଣ୍ଡିଂ କମିଟି ବୈଠକରେ ସେ ଯୋଗ ଦେଇଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri