ଟ୍ରମ୍ପ୍‌ ଦୁନିଆର ସବୁଠାରୁ ଭୟଙ୍କର ବ୍ୟକ୍ତି: ସେ ମହାଠକ ବୋଲି କହିଲେ ଝିଆରି ମେରୀ

ଓ୍ବାଶିଂଟନ, ୯।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ନେଇ ତାଙ୍କ ଝିଆରି ମେରୀ ଟ୍ରମ୍ପ୍‌ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ମୋ ଦାଦା ଜଣେ ମହାଠକ। ତାଙ୍କ ଭଳି ଭୟଙ୍କର ବ୍ୟକ୍ତି ଏ ପୃଥିବୀରେ ଅନ୍ୟ କେହି ନାହାନ୍ତି। ତାଙ୍କୁ ଚିହ୍ନିବା କଷ୍ଟକର। ପୂର୍ବରୁ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଜନ୍‌ ଡାଲଟନ୍‌ ଟ୍ରମ୍ପ୍‌ଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏବେ ମେରୀ ନିଜ ପୁସ୍ତକରେ ଟ୍ରମ୍ପ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ମେରୀ ନିଜ ପୁସ୍ତକ ‘ଠୁ ମଚ୍‌ ଆଣ୍ଡ୍‌ ନେଭର ଏନଫ୍‌: ହାଓ୍ବ ମାଇଁ ଫାମିଲି କ୍ରିଏଟେଡ୍‌ ଦି ଓ୍ବାଲର୍‌ଡସ୍‌ ମୋଷ୍ଟ୍‌ ଡେଞ୍ଜରିୟସ୍‌ ମ୍ୟାନ୍‌’ରେ ଟ୍ରମ୍ପ୍‌ଙ୍କ ବିରୋଧ ଉଲ୍ଲେଖ କରିଛନ୍ତି। ମେରୀଙ୍କ ପୁସ୍ତକ ଏବେ ଆମେରିକା ରାଜନୀତିରେ ଭୂକମ୍ପ ସୃଷ୍ଟି କରିଛି। ଟ୍ରମ୍ପ୍‌ ସାରା ଜୀବନ ଅନ୍ୟକୁ ଧୋକା ଦେଇଆସିଥିବା ମେରୀ କହିଛନ୍ତି। ଟ୍ରମ୍ପ୍‌ ଜଣେ ବିଶ୍ୱାସଘାତକ ବୋଲି ପୁସ୍ତକରେ ଦର୍ଶାଯାଇଛି। ଏହା ଦ୍ୱାରା ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ପାରିବାରିକ ବିବାଦ ଏବେ ଲୋକଙ୍କ ପାଖରେ ପହଞ୍ଚିଯାଇଥିବା କୁହାଯାଉଛି। ତେବେ ମେରୀଙ୍କ ଅଭିଯୋଗକୁ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଅଗ୍ରାହ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri