Posted inଜାତୀୟ

ପିତାଙ୍କୁ ମୁଖାଗ୍ନି ଦେଇ ୧୨ ବର୍ଷର ଝିଅ କାନ୍ଦି କାନ୍ଦି କହିଲେ ‘ହାପି ଫାଦର୍ସ ଡେ’

ଇନ୍ଦୋର,୧୭।୬: ମଧ୍ୟପ୍ରଦେଶ ଇନ୍ଦୋରର ରିଜିଓନାଲ ପାର୍କ ମୁକ୍ତିଧାମ ଶ୍ମଶାନରେ ଦେଖିବାକୁ ମିଳିଛି ଏକ କରୁଣ ଦୃଶ୍ୟ। ଏଠାରେ ୩୮ ବର୍ଷ ବୟସ୍କ ବ୍ୟବସାୟୀ ଜୟ ଓ୍ବାଟଓ୍ବାନୀଙ୍କ ଅନ୍ତିମ ସଂସ୍କାର ସମୟରେ ତାଙ୍କ ୧୨ ବର୍ଷ ବୟସ୍କା ଝିଅ ଖୁସି ମୁଖାଗ୍ନି ଦେଇଥିଲେ।  ଖୁସି କାନ୍ଦି କାନ୍ଦି ପିତାଙ୍କୁ ଅନ୍ତିିମ ବିଦାୟ ଦେବା ସହିତ ‘ହାପି ଫାଦରର୍ସ ଡେ’ ବୋଲି କହିଥିଲେ। ଖୁସିଙ୍କ ଏଭଳି ମାର୍ମିକ କଥା ଉପସ୍ଥିତ ଲୋକଙ୍କୁ ବେଶ୍‌ ଭାବୁକ କରିଥିଲା। ଓ୍ବାଟଓ୍ବାନୀଙ୍କ ଅଙ୍ଗଦାନ ପାଇଁ ପରିବାର ପକ୍ଷରୁ ସ୍ବୀକୃତି ଦିଆଯାଇଥିଲେ ମଧ୍ୟ ହସ୍ପିଟାଲ ପକ୍ଷରୁ କେବଳ ଆଖି କାଢ଼ି ନିଆଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri