CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଲା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୫୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ କ୍ୱାରାଣ୍ଟାଇଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୬ ଲୋକାଲ କେସ୍‌ ରହିଛି।
ନୂଆ ୫୭୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୧, ବାଲେଶ୍ୱର ୩, ଭଦ୍ରକ ୨, ବୌଦ୍ଧ ୩, କଟକ ୪୬, ଗଜପତି ୨୫, ଜଗତ୍‌ସିଂହପୁର ୧୬, ଯାଜପୁର ୪୦, ଝାରସୁଗୁଡ଼ା ୩୧, କେନ୍ଦ୍ରାପଡ଼ା ୬, କେନ୍ଦୁଝର ୧୪, ଖୋର୍ଦ୍ଧା ୩୭, କୋରାପୁଟ ୧୧, ମୟୂରଭଞ୍ଜ ୧୦, ନୟାଗଡ଼ ୩୭, ପୁରୀ ୧୫, ସମ୍ବଲପୁର ୧, ସୁନ୍ଦରଗଡ଼ ୪୪।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୫୨୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪,୪୭୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୭,୯୭୨ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri