ବୁଗୁଡ଼ାରୁ ପୁଣି ୧୭ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଲା

ବୁଗୁଡା, ୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା ବେଳେ ବୁଗୁଡା ବ୍ଲକରୁ ଶନିବାର ପୁଣି ୧୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଥିବା ସ୍ଥାନୀୟ ପ୍ରଶାସନ ସୂତ୍ରରୁ ଜଣାପଡିଛି । ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର ଅଞ୍ଚଳରୁ ୬, ଅନ୍ତରପଡାରୁ ୫, ଅରଖପୁରରୁ ୨, ଖୋଳଖାଳି-ଆଦିପୁର-ଘୋଲପୁରରେ-ବୁଗୁଡା କେନାଲସାହିରୁ ଜଣେ
ଲେଖାଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍‌ ହସ୍ପିଟାଲକୁ ପଠାଯିବ ବୋଲି ବିଡିଓ ତନ୍ମୟ ପାତ୍ର କହିଛନ୍ତି। ଏହି ଅବସରରେ ବୁଗୁଡା ସହରରେ ବିଶୋଧକ ସିଞ୍ଚନ କରିବାକୁ ସାଧାରଣରେ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri