ଏହି ୧୧ ଆପ୍‌ ଉପରେ ବ୍ୟାନ୍‌ ଲଗାଇଲା ଗୁଗୁଲ, ଫୋନରେ ଥିଲେ ତୁରନ୍ତ କାଟନ୍ତୁ..!

ଅନେକ ସମୟରେ ସୋସିଆଲ ମିଡିଆ ଠକେଇ ଘଟଣା ସାମ୍ନାକୁ ଆସିଥାଏ। ସ୍ମାର୍ଟଫୋନ୍‌ରୁ ଡାଟା ଚୋରି କରି ଏଭଳି କାର୍ଯ୍ୟ କରାଯାଇଥାଏ। ଏହା ଜଣାପଡ଼ିବା ପରେ ଗୁଗୁଲ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ସ୍ବରୂପ କିଛି ଆପ୍‌କୁ କାଢ଼ି ଦିଆଯାଏ। ସେଭଳି କିଛି ଘଟଣାକ୍ରମରେ ଗୁଗୁଲ ପ୍ଲେ ଷ୍ଟୋରରୁ ହଟିଛି ୧୧ ସନ୍ଦିଗ୍ଧ ଆପ୍‌। ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ସୂଚନା ପ୍ରକଟ ହେବାର ସମ୍ଭାବନା ଦୃଷ୍ଟିରୁ ଗୁଗୁଲ ଏଭଳି ନିଷ୍ପତ୍ତି ନେଇଛି।

ଏହି ଆପ୍‌ ଭିତରେ ରହିଛି (com.imagecompress.android, com.contact.withme.texts, com.hmvoice.friendsms, com.relax.relaxation.androidsms, com.cherry.message.sendsms(two different instances), com.passion.lovinglovemessage, com.file.recoverfiles, com.LPlocker.lockapps, com.remindme.alarm ଏବଂ com.training.memorygame)।

ପୂର୍ବରୁ ଚାଇନା ସହ ଭାରତର ତିକ୍ତତା ଉପୁଜିବା ସମୟରେ ଭାରତ ଟିକ୍‌ଟକ୍‌, ହେଲୋ ଏବଂ ୟୁସି ବ୍ରାଉଜର ସହ ୫୯ ଆପ୍‌କୁ ବ୍ୟାନ୍‌ କରିଦେଇଥିଲା। ସରକାର ଏହାକୁ ବ୍ୟବହାରକାରୀଙ୍କ ପ୍ରତି ବିପଦ ବୋଲି କହିଥିଲେ। ଏହାପରେ ଏହାକୁ ପ୍ଲେ ଷ୍ଟୋରରୁ ହଟାଇଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri