ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍‌

ବୁଗୁଡ଼ା,୧୨ା୭(ଡି.ଏନ୍‌.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର ଠାରୁ ୭ଦିନ ପର୍ଯ୍ୟନ୍ତ ପାଣିକେଶର ଗ୍ରାମକୁ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି। ବସନ୍ତ ବ୍ରହ୍ମପୁରସ୍ଥିତ ଶ୍ରୀରାମନଗର ଜଗନ୍ନାଥ ବିହାରରେ ରୁହନ୍ତି। ଜ୍ୱର ହେବାରୁ ଶୁକ୍ରବାର ବ୍ରହ୍ମପୁର ସିଟି ହସ୍ପିଟାଲରେ ଓ ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ଶନିବାର ସକାଳେ ତାଙ୍କର ମୃତ୍ୟୁ ହୋଇଥିଲା। ଅପରାହ୍ନରେ ପାଣିକେଶରରେ ମୃତଦେହ ସଂସ୍କାର ପରେ ରବିବାର ରିପୋର୍ଟ ପଜିଟିଭ ଥିବା ଜଣାପଡ଼ିଥିଲା। ପ୍ରଶାସନ ଗଁାକୁ ନିଷିଦ୍ଧାଞ୍ଚଳ ଘୋଷଣା ସହ ଶବବାହକଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri