ରାଜଧାନୀବାସୀଙ୍କୁ ଡରାଇଲାଣି କରୋନା: ଆଜି ଚିହ୍ନଟ ହେଲେ ୫୧ ଆକ୍ରାନ୍ତ; ଅଛି ୧୬ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ନୂତନ ଆକ୍ରାନ୍ତଙ୍କ ମଧ୍ୟରେ ୩୫ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୬ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି ପାଇଛି। ସେଥିରୁ ୩୬୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୯୭ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିଭଳି ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri