ପାଇକାରୀ ମୁଦ୍ରାସ୍ଫୀତି ୧.୮୧% ହ୍ରାସ

ନୂଆଦିଲ୍ଲୀ,୧୫।୭: ଜୁନ୍‌ ମାସରେ ପାଇକାରୀ ମୂଲ୍ୟଭିତ୍ତିକ ମୁଦ୍ରାସ୍ଫୀତି ୧.୮୧% ହ୍ରାସ ଘଟିଛି। ଶକ୍ତି ଏବଂ ଇନ୍ଧନ ଦର ଜୁନରେ କମିବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ଏହି ସମୟରେ ଖାଦ୍ୟ ସାମଗ୍ରୀ ଦର ଉଚ୍ଚରେ ରହିଛି। ମେ ମାସରେ ଅବସ୍ଫୀତି ଦେଖାଯିବା ଯୋଗୁ ଏହା ୩.୨୧% ସ୍ତରରେ ରହିଥିଲା। ଜୁନ୍‌ରେ ପାଇକାରୀ ମୂଲ୍ୟ ସୂଚୀ (ଡବ୍ଲ୍ୟୁପିଆଇ) -୧.୮୧% ରହିଥିବା ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ଏହା ଗତ ବର୍ଷ ସମାନ ସମୟରେ ୨.୦୨% ସ୍ତରରେ ରହିଥିଲା। ଜୁନରେ ଖାଦ୍ୟ ସାମଗ୍ରୀ ବର୍ଗରେ ମୁଦ୍ରାସ୍ଫୀତି ୨.୦୪% ସ୍ତରରେ ରହିଛି। ମେ ମାସରେ ଏହା ୧.୧୩% ସ୍ତରରେ ଥିଲା। ଇନ୍ଧନ ଏବଂ ଶକ୍ତି ବର୍ଗରେ ଅବସ୍ଫୀତି ଯଥାକ୍ରମେ ୧୩.୬୦% ରହିଛି। ଏହା ଗତ ମାସରେ ୧୯.୮୩% ରହିଥିଲା। ମାନୁଫାକଚରିଂ ସାମଗ୍ରୀ ଉପରେ ମୁଦ୍ରାସ୍ଫୀତି ୦.୦୮% ରହିଛି। ମେ ମାସରେ ଏହା ଅବସ୍ଫୀତି ସ୍ତର ୦.୪୨%ରେ ରହିଥିଲା। ଏପ୍ରିଲରେ ଡବ୍ଲ୍ୟୁପିଆଇ ୧.୫୭% ରହିଥିବା ମନ୍ତ୍ରଣାଳୟ ଡାଟାରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri