ଟିକା ପ୍ରସ୍ତୁତ ନ ହେବା ଯାଏ ମାନନ୍ତୁ କଟକଣା

ଭୁବନେଶ୍ୱର,୧୮।୭(ବ୍ୟୁରୋ): କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ ପଡ଼ିବ। ଏଥିସହ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ଓଡ଼ିଶା ଆସିବେ ଜୟଶଙ୍କର, ନଡ୍ଡା

ଭୁବନେଶ୍ୱର,୩।୫: ଶନିବାର ଓଡ଼ିଶା ଆସିବେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ୪ ଓ ୫ ଦୁଇଦିନ ରହିବେ। ଭୁବନେଶ୍ୱର, କଟକ ଏବଂ ସମ୍ବଲପୁରରେ ଏକ...

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ।...

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri