Posted inଖେଳ

ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ: ତୃତୀୟ ଦିନରେ ବାର୍ଷା ବାଧକ

ମାଞ୍ଚେଷ୍ଟର, ୧୮।୭- ବର୍ଷା କାରଣରୁ ଇଂଲଣ୍ଡ-ଓ୍ବେ୍‌ଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟର ତୃତୀୟ ଦିବସ ଖେଳ ବାତିଲ ହୋଇଛି। ଇଂଲଣ୍ଡ ପ୍ରଥମ ଇନିଂସକୁ ୪୬୯/୯ରେ ଘୋଷଣା କରିଥିବାବେଳେ ଦ୍ୱିତୀୟ ଦିବସ ଶେଷସୁଦ୍ଧା ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ୧ ଉଇକେଟ ହରାଇ ୩୨ ରନ କରିଥିଲା। ଜନ୍‌ କ୍ୟାମ୍ପବେଲ ୧୨ ରନ କରି ଆଉଟ ହୋଇଥିବାବେଳେ କ୍ରେଗ୍‌ ବ୍ରାଥଓ୍ବେଟ ୬ ଓ ଆଲଜାରି ଜୋସେଫ ୧୪ ରନ କରି ଅପରାଜିତ ରହିଥିଲେ। ଇଂଲଣ୍ଡ ପକ୍ଷରୁ ସାମ୍‌ କୁରାନ ଏକମାତ୍ର ଉଇକେଟଟି ପାଇଥିଲେ। ଇଂଲଣ୍ଡ ପ୍ରଥମ ଇନିଂସରେ ଡୋମିନିକ୍‌ ସିବ୍‌ଲେ ୧୨୦ ଓ ବେନ୍‌ ଷ୍ଟୋକ୍ସ ୧୭୬ ରନ କରିଥିଲେ। ଓ୍ବେଷ୍ଟଇଣ୍ଡିଜ ବୋଲରଙ୍କ ମଧ୍ୟରେ ରଷ୍ଟନ ଚେଜ୍‌ ୫ଟି, କେମର ରୋଚ୍‌ ୨ଟି ଏବଂ ଆଲଜାରି ଜୋସେଫ ଓ ଜାସନ ହୋଲ୍ଡର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri