CORONAVIRUS UPDATE: ଆଜି ଚିହ୍ନଟ ହେଲେ ୭୩୬ ଆକ୍ରାନ୍ତ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ମୋଟ ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୪୮୧ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୫୫ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୨୪୭ଜଣ ରହିଥିବା ବେଳେ ଅନୁଗୋଳରୁ ୨୨, ବାଲେଶ୍ୱରର ୩୩, ବରଗଡ଼ର ୩, ଭଦ୍ରକର ୫, ବଲାଙ୍ଗୀରର ୪, ବୌଦ୍ଧର ୮, କଟକର ୨୭, ଢ଼େଙ୍କାନାଳ ୧, ଗଜପତିରୁ ୩୯, ଜଗତସିଂହପୁର-ଯାଜପୁରର ୪୦, କଳାହାଣ୍ଡିର ୨, କେନ୍ଦ୍ରାପଡ଼ାର ୭, ଖୋର୍ଦ୍ଧାର ୧୦୭, କେନ୍ଦୁଝରର ୧, କୋରାପୁଟ ୪୫, ମାଲକାନଗିରିର ୧୮, ମୟୂରଭଞ୍ଜର ୧୨, ନବରଙ୍ଗପୁରର ୧, ନୟାଗଡ଼ର ୧୦, ପୁରୀର ୧୪, ରାୟଗଡ଼ାର ୮, ସମ୍ବଲପୁରର ୨୫, ସୁନ୍ଦରଗଡ଼ର ୧୭ ଆକ୍ରାନ୍ତ ଅଛନ୍ତି।

ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭,୪୩୭ ହୋଇଛି। ସେଥିରୁ ୧୧୯୩୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୩୮୧ ଆକ୍ଟିଭ୍‌ କେସ୍‌ ରହିଥିବା ବିଭାଗ ପକ୍ଷରୁ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri