Posted inଖେଳ

ଚଳିତ ବର୍ଷ ଦିଆଯିବନି ବାଲନ ଡି’ଅର ପୁରସ୍କାର

ପ୍ୟାରିସ, ୨୦ା୭ (ଏପି)- କରୋନାଭାଇରସ୍‌ ମହାମାରୀ ଯୋଗୁ ଚଳିତ ବର୍ଷର ଫୁଟ୍‌ବଲ ସିଜନ ପ୍ରଭାବିତ ହୋଇଛି। ତେଣୁ ଏଥର ସମ୍ମାନଜନ ବାଲା ଡି’ଅର୍‌ ପୁରସ୍କାର ଦିଆଯିବ ନାହିଁ। ଫ୍ରାନ୍ସ ଫୁଟ୍‌ବଲ ମାଗାଜିନ୍‌ ବାଲନ ଡି’ଅର୍‌ ଦ୍ୱାରା ଏହି ପୁରସ୍କାର ୧୯୫୬ ମସିହାରୁ ଦିଆଯାଇ ଆସୁଛି। ପ୍ରଥମ ବର୍ଷ ଏହି ପୁରସ୍କାର ଷ୍ଟାନ୍‌ଲି ମାଥ୍ୟୁସ୍‌ ଜିତିଥିଲେ। ପ୍ରତିଦ୍ୱନ୍ଦ୍ୱୀ ଖ୍ରଷ୍ଟିଆନୋ ରୋନାଲ୍ଡୋଙ୍କଠାରୁ ଗୋଟିଏ ଥର ଅଧିକ ରେକର୍ଡ ୬ଥର ଏହି ପୁରସ୍କାର ହାସଲ କରିଛନ୍ତି ଲିଓନେଲ ମେସି। ମାଗାଜିନ୍‌ ତରଫରୁ ୨୦୧୮ରୁ ମହିଳା ଫୁଟ୍‌ବଲ ଖେଳାଳିଙ୍କୁ ଏହି ପୁରସ୍କାର ଦିଆଯାଇଆସୁଛି। ହେଲେ ଏଥର ତାହା ଦିଆଯିବ ନାହିଁ। ଫ୍ରାନ୍ସ ଫୁଟ୍‌ବଲ ଏଡିଟର୍‌ ପାସ୍କାଲ ଫେରେ କହିଛନ୍ତି, ମହାମାରୀ ଯୋଗୁ ଖେଳ ନିୟମରେ କେତେକ ପରିବର୍ତ୍ତନ କରାଯାଇଛି। ତେଣୁ ଉପଯୁକ୍ତ ବିଜେତା ନିର୍ଦ୍ଧାରଣ କରିବା ସହଜ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri