Posted inଫୁରସତ

କରୋନା ପାଇଁ ଲେହରେ ଫସିଛନ୍ତି ମା’, ଶିଶୁ ପାଇଁ ପ୍ଲେନ୍‌ରେ ପଠାଉଛନ୍ତି କ୍ଷୀର

ମା’ର ମମତା ସହ କୌଣସି ଜିନିଷକୁ ତୁଳନା କରାଯାଇ ପାରିବ ନାହିଁ। ମା’ ନିଜ ପିଲା ପାଇଁ କିଛି ବି କରିବାକୁ ପଛାଇ ନ ଥାଏ। ଏଥିପାଇଁ ଭାରତର ଲେହରେ ରହୁଥିବା ଜଣେ ମା’ ଏବେ ଚର୍ଚ୍ଚାରେ। କାରଣ ଏହି ମା’ ଦିଲ୍ଲୀରେ ଥିବା ନିଜ ଶିଶୁପାଇଁ ପ୍ରତିଦିନ ପ୍ଲେନ୍‌ରେ କ୍ଷୀର ପଠାଉଛନ୍ତି।
ଜୁନ୍‌ ୧୬ରେ ଶିଶୁଟି ଜନ୍ମ ହୋଇଥିଲା। ଜନ୍ମ ହେବାର କିଛି ସମୟ ପରେ ଶିଶୁର ଖାଦ୍ୟ ନଳୀରେ ସମସ୍ୟା ଥିବା ଡାକ୍ତର କହିଥିଲେ। ଏହା ପରେ ଡାକ୍ତର ତାଙ୍କୁ ଦିଲ୍ଲୀ ପଠାଇ ଦେଇଥିଲେ। ଶିଶୁ ମା’ଙ୍କର ସର୍ଜରୀ ହୋଇଥିବାରୁ ସେ ଲେହରୁ ଦିଲ୍ଲୀ ଯାଇପାରି ନ ଥିଲେ। ଶିଶୁର ଖାଦ୍ୟ ନଳୀ ଅପରେଶନ ହୋଇଛି। ସର୍ଜରୀ ପରେ ଡାକ୍ତର ତାଙ୍କୁ ମା’ କ୍ଷୀର ଖାଇବାକୁ କହିଥିଲେ। ଏଥିପାଇଁ ଅନ୍ୟ କୌଣସି ଉପାୟ ନ ପାଇଁ ଲେହରୁ ପ୍ଲେନ୍‌ ସାହାଯ୍ୟରେ ଡବାରେ ମା’ ପ୍ରତିଦିନ ନିଜ ପିଲା ପାଇଁ କ୍ଷୀର ପଠାଉଛନ୍ତି। ଏଥିପାଇଁ ୧୫ ମିନିଟ ସମୟ ଲାଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ...

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା...

Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ

ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ...

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri