କରୋନାରେ ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ, ୨୩।୭-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରୁ ଅବସର ନେବା ପରେ ଜଣେ ସହକାରୀ ଯନ୍ତ୍ରୀ କରୋନା ପରିଚାଳନା କାର୍ଯ୍ୟରେ ନିୟୋଜିତ ଥିଲେ। ଗୁରୁବାର ତାଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେ ହେଲେ କୈଳାସ ଚନ୍ଦ୍ର ନାୟକ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମତ୍ୟୁ ହୋଇଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର କହିଛନ୍ତି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମୃତ ସହକାରୀ ଯନ୍ତ୍ରୀଙ୍କୁ କୋଭିଡ୍‌ ଯୋଦ୍ଧା ଘୋଷଣା କରିବା ସହ ତାଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ତାଙ୍କ ପରିବାର ବର୍ଗଙ୍କୁ ମଧ୍ୟ ଶୋକ ବାର୍ତ୍ତାରେ ସମବେଦନା ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

ଥମୁନି ଶିମିଳିପାଳ ବାନଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବାନଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri