ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ପରିଚାଳନା ସମ୍ପର୍କିତ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି ଘଟିଛି ଗଞ୍ଜାମ ଜିଲା ଆସିକା ବ୍ଲକ…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର ସୁରକ୍ଷିତ ଭାବେ ଘରକୁ ଫେରିଛନ୍ତି। ସେମାନେ…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ ଟପ୍ପର ହୋଇଛନ୍ତି। ପୁଣି ସୁସୌରଭ ମେହେର…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି ପୋଷ୍ଟ ଅଫିସରେ ଗ୍ରାମୀଣ ଡାକ ସେବକ(ଜିଡିଏସ)…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ ଦେଖାଦେଇଥିଲା; ଯେଉଁଥିରେ ଆମେରିକା ମଧ୍ୟ ପ୍ରବେଶ କରିଥିଲା ତାହା ବିଶ୍ୱ ଯୋଗାଣ ଶୃଙ୍ଖଳକୁ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଯୁବତୀଙ୍କ ବାପା କେ.ନୂଆଗାଁ ଥାନାରେ ଏତଲା ଦେବାପରେ ଆଇଆଇସି ବିଶ୍ୱଜିତ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ ସଂଶୋଧନ ବିଲ, ୨୦୨୬) ସମ୍ପର୍କରେ ଗୃହରେ ଭୋଟିଂ ହୋଇଥିଲା। ଏହି ଭୋଟ ରେ,…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ ଥିଲା, କିନ୍ତୁ ସେମାନେ ଏହାକୁ ସଫଳତାର ସହ ଅବରୋଧ କରିଛନ୍ତି। ଲୋକ ସଭାରେ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ ତାପମାତ୍ରା ରହୁଛି। ଏପରି ସମୟରେ ସ୍କୁଲଗୁଡ଼ିକ ଖୋଲାଥିବାରୁ ଅଭିଭାବକଙ୍କ ଚିନ୍ତା ବଢ଼ିଥିଲା। ଗୁରୁବାର…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌ ଖାଇଛି ବିଲ୍‌ । ସରକାରଙ୍କ ସପକ୍ଷରେ ଦୁଇ ତୃତୀୟାଂଶ ଭୋଟ ମିଳିନଥିବାରୁ ମହିଳା…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି। ଏବେ ହର୍ମୁଜରେ ଜାହାଜ ଚଳାଚଳ ସ୍ବାଭାବିକ ହେବ। In line with the…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ନିୟାମକ ବୋର୍ଡ (PNGRB)…

ମଧ୍ୟରାତ୍ରିରେ ଲାଗୁହେଲା ମହିଳା ସଂରକ୍ଷଣ ଆଇନ ୨୦୨୩

ନୂଆଦିଲ୍ଲୀ,୧୭।୪(ପି.ଟି.)ଆଇନ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ, ୨୦୨୩ର ୧୦୬ତମ ସମ୍ବିଧାନ ସଂଶୋଧନ ଆଇନ ସେକ୍ସନ-୧ର ସବ୍‌ସେକ୍ସନ-୨ ଦ୍ୱାରା ପ୍ରଦତ୍ତ କ୍ଷମତାର ପ୍ରୟୋଗ କରି କେନ୍ଦ୍ର ସରକାର ୨୦୨୬ ଏପ୍ରିଲ ୧୬ରେ ମହିଳା ସଂରକ୍ଷଣ ଆଇନକୁ ତତ୍କାଳ କାର୍ଯ୍ୟକାରୀ…

ହର୍ମୁଜ୍ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ଆମେରିକା ରାଷ୍ଟ୍ରପତି, ଟ୍ରମ୍ପ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୭।୪:  ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟେଲିଫୋନ ଯୋଗେ କଥା ହେଇଛନ୍ତି । ଏନେଇ ମୁହଁ ଖୋଲିଛନ୍ତି ଆମେରିକା ରାଷ୍ଟ୍ରପତି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ଆଦାନପ୍ରଦାନକୁ ସକାରାତ୍ମକ ବୋଲି ବର୍ଣ୍ଣନା କରିଛନ୍ତି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri